Posted inଖେଳ

ସଚିନ ତେନ୍ଦୁଲକର ୪୬ ବର୍ଷରେ କଲେ ପଦାର୍ପଣ

ନୂଆଦିଲ୍ଲୀ,୨୪।୪: ମାଷ୍ଟର ବ୍ଲାଷ୍ଟର କ୍ରିକେଟର ସଚିନ୍‌ ତେନ୍ଦୁଲକର ବୁଧବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୩ ଏପ୍ରିଲ୍‌ ୨୪ରେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। କ୍ରିକେଟରେ ସଚିନ୍‌ ବେଶ୍‌ ଖ୍ୟାତି ହାସଲ କରିପାରିଛନ୍ତି। ୧୯୯୫ରେ ସେ ନିଜଠାରୁ ୫ ବର୍ଷ ବଡ଼ ଡାକ୍ତର ଅଞ୍ଜଳିଙ୍କୁ ବିବାହ କରିଥିଲେ। ୨୫୯ ଏକଦିବସୀୟ ଇନିଂସ୍‌ରେ ୧୦ ହଜାର ରନ୍‌ ସଂଗ୍ରହ କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ସେ ୩୦ ହଜାରରୁ ଅଧିକ ରନ୍‌ ସଂଗ୍ରହ କରି ଏକ ରେକର୍ଡ କରିଛନ୍ତି। ଖେଳରେ ଉଲ୍ଳେଖନୀୟ ଅବଦାନ ପାଇଁ ୧୯୯୪ ତାଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ୧୯୯୭ରେ ରାଜୀବ ଗାନ୍ଧୀ ଖେଳ ରତ୍ନ, ୧୯୯୯ରେ ପଦ୍ମଶ୍ରୀ ଏବଂ ୨୦୦୮ରେ ପଦ୍ମ ବିଭୁଷଣରେ ସମ୍ମାନୀତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତୋଟି ମ୍ୟାଚ ଜିତିବାକୁ ପଡିବ, କେଉଁ ଦଳ ସବୁଠାରୁ ବିପଦଜନକ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଦଳ ICC T20 ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ସହିତ ସୁପର ୮ରେ ପ୍ରବେଶ କରିଛି। ଏବେ, ଦଳକୁ ଆହୁରି ତିନୋଟି ମ୍ୟାଚ ଜିତିବାକୁ ଅଛି,…

କ୍ରିକେଟ ପାଇଁ ପାଗଳ! ଟିମକୁ ଚିୟର କରିବାକୁ ୬ ପ୍ରଶଂସକ ଖର୍ଚ୍ଚ କରିଦେଲେ ରୋଜଗାରର ଏତିକି ଟଙ୍କା

ନୂଆଦିଲ୍ଲୀ,୨୧।୨: ଜିମ୍ବାୱେ 2026 T20 World Cupରେ ଏକ ବଡ଼ ବିପର୍ଯ୍ୟୟ ଆଣିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜିତ ରହି, ସେମାନେ ଏବେ ସୁପର ୮ରେ ପହଞ୍ଚିଛନ୍ତି। ସେମାନେ…

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri