ସଚେତନ ରଥ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନତାର ବାର୍ତ୍ତା ଦେଉଛିି ଖୋର୍ଦ୍ଧା ପୋଲିସ

ଖୋର୍ଦ୍ଧା ଅଫିସ,୨୪।୪ : କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକ୍‌ଡାଉନ ଜାରି ରହିଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଖୋର୍ଦ୍ଧା ପୋଲିସ ପକ୍ଷରୁ ଶୁକ୍ରବାର ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ସଚେତନ ରଥ ମାଧ୍ୟମରେ ଖୋର୍ଦ୍ଧା ପୋଲିସ ଜନସାଧାରଣଙ୍କୁ ସଚେତନତାର ବାର୍ତ୍ତା ଦେଇଛନ୍ତି। ଏହି ରଥକୁ ଉଦ୍‌ଘାଟନ କରିବା ପରେ ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁର ବାର୍ତ୍ତା ଦେଇଛନ୍ତି ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ । ମୁକୁନ୍ଦ ପ୍ରସାଦ ଛକରୁ ଏହି ରଥ ବାହାରି ସହର ପରିକ୍ରମା କରିଥିଲା। ଏହି ଅବସରରେ ଜିଲାସ୍ତରୀୟ ସମସ୍ତ ଅଧିକାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri