ସଚ୍ଚୋଟତା ଉତ୍ତର ଜୀବନର ଆଧାର

ସୋନପୁର, ୩।୧୧(ନି.ପ୍ର.)
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସୋନପୁର କଲେଜ ପରିସରରେ ସଚ୍ଚୋଟତା ଜୀବନର ଏକ ଶୈଳୀ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସୁବର୍ଣ୍ଣପୁର ଜିଲା ଦୁର୍ନୀତି ନିବାରଣ ବିଭାଗ ଓ ନେହେରୁ ଯୁବକେନ୍ଦ୍ର ସୁବର୍ଣ୍ଣପୁର ପକ୍ଷରୁ ଏହି କାଯର୍ର୍‌ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ କଲେଜ ଅଧ୍ୟକ୍ଷ ତରୁଣ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜନସାଧାରଣ ସଚେତନ ହେଲେ ଦୁର୍ନୀତି ହ୍ରାସ ପାଇବ ବୋଲି କହିଥିଲେ। ସୁବର୍ଣ୍ଣପୁର ଦୁର୍ନୀତି ବିଭାଗ ଡିଏସପି କାଦମ୍ବିନୀ ସାମଲ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ଏଥିରେ କଲେଜର ଛାତ୍ରୀଛାତ୍ର, ଅଧ୍ୟାପକ, ଦୁର୍ନୀତି ନିବାରଣ ବିଭାଗର କର୍ମକର୍ତ୍ତା, ନେହେରୁ ଯୁବ କେନ୍ଦ୍ରର ସଦସ୍ୟମାନେ ସମୂହ ଶପଥ ପାଠୋତ୍ସବରେ ଯୋଗଦେଇଥିଲେ। ମହାବିଦ୍ୟାଳୟର ୧୦ଜଣ ଛାତ୍ରୀଛାତ୍ର ଦୁର୍ନୀତି ନିବାରଣରେ ସଚ୍ଚୋଟତାର ଗୁରୁତ୍ୱ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଓଡିଆ ଭାଷା ସାହିତ୍ୟର ଅଧ୍ୟାପିକା ଡ. ଇତିଶ୍ରୀ ଦାସ ସଚ୍ଚୋଟତା ଉତ୍ତର ଜୀବନର ଆଧାର ବୋଲି ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri