ସଞ୍ଜୀବ ଅରୋରା ଆଇବି ଡିଆଇଜି

ସମ୍ବଲପୁର,୨୧।୭(ବ୍ୟୁରୋ): ସମ୍ବଲପୁର ଏସ୍‌ପି ସଞ୍ଜୀବ ଅରୋରା ଗୋଇନ୍ଦା ବ୍ୟୁରୋ ଡିଆଇଜି ଭାବେ ଯୋଗ ଦେବେ। ସୋମବାର ସେ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିବେ। ହେଲେ କାହାକୁ ଦାୟିତ୍ୱ ଦେବେ ସେ ନେଇ ଗୃହ ବିଭାଗରୁ ନିର୍ଦ୍ଦେଶ ଆସିନାହିଁ । ଅବଶ୍ୟ ଜଣେ ଅତିରିକ୍ତ ଏସ୍‌ପିଙ୍କୁ ସେ ତାଙ୍କ ଦାୟିତ୍ୱ ପ୍ରଦାନ କରିବେ ବୋଲି ଏସ୍‌ପି ଅରୋରା କହିଛନ୍ତି ।

ସୂଚନାଯୋଗ୍ୟ, ଏସ୍‌ପି ଅରୋରାଙ୍କ ବହୁଦିନରୁ ପଦୋନ୍ନତି ସହ ବଦଳି ହୋଇଛି। ହେଲେ ସେ କେଉଁ ସ୍ଥାନରେ ଯୋଗ ଦେବେ ସେ ନେଇ କୌଣସି ନିର୍ଦ୍ଦେଶ ଦିଆଯାଇ ନ ଥିଲା। ଏବେ ଦିଲ୍ଲୀରେ ଆଇବି ଡିଆଇଜି ଭାବେ ଯୋଗ ଦେବାକୁ ତାଙ୍କୁ ନିର୍ଦ୍ଦେଶ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri