ସଟ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରି ୯ ଗିରଫ

ଭଦ୍ରକ ଅଫିସ,୪।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଥିବା ବେଳେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶୁକ୍ରବାର ଭୁବନେଶ୍ୱର, କଟକ ଓ ଭଦ୍ରକରେ ୪୮ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ଘୋଷଣା କରିଥିଲେ। ଇତିମଧ୍ୟରେ ଭଦ୍ରକରେ ସଟ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରି ୯ଜଣ ଗିରଫ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ ଭଦ୍ରକ ଟାଉନରେ ୯ଜଣ ବ୍ୟକ୍ତି ରାସ୍ତାରେ ବୁଲୁଥିବା ବେଳେ ନିୟମ ଉଲ୍ଲଂଘନ ଅଭିଯୋଗରେ ପୋଲିସ ସେମାନଙ୍କୁ ଗିରଫ କରିଛି। ସୂଚନା ମୁତାବକ ଭଦ୍ରକରେ କରୋନା ରୋଗୀଙ୍କ ସଂଖ୍ୟା ୩ରେ ପହଞ୍ଚିଥିବା ବେଳେ ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ୪୮ ଘଣ୍ଟିଆ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ…

ଫାଇନାଲ ଦେଖିବାକୁ ଯିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ..

ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri