ସଡକ ଦୁର୍ଘଟଣାରେ ୨ବାଇକ ଆରୋହୀ ମୃତ

ମୁରିବାହାଲ, ୧୮ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଜୁଆଡିପାଲି ନିକଟରେ ବୁଧବାର ସନ୍ଧ୍ୟାରେ ଏକ ଅଜଣା ଗାଡି ଧକ୍କାରେ ଏକ ବାଇକରେ ଥିବା ୨ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣଙ୍କର ଓ ଅନ୍ୟ ଜଣଙ୍କର ମୁରିବାହାଲ ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ମୃତକ ହେଲେ ମୁରିବାହାଲ ବ୍ଲକ ବାରବନ୍ଧାର ମୂଳ ବାସୀନ୍ଦା ତଥା କଳାହାଣ୍ଡି ଜିଲା କେଗଁ। ଥାନା ବାବେରମୁଣ୍ଡାରେ ଘର ଜ୍ୱାଇଁ ହୋଇ ରହିଥିବା ବବରୁ ଭୋଇ(୨୫) ଏବଂ ତାଙ୍କ ଶଳା ଡୋଳାମଣି ମାଝୀ(୨୨)। କୌଣସି ଏକ କାମରେ ଉଭୟେ ବାବେରମୁଣ୍ଡାରୁ ବାଇକ ନଂ. ଓଆର ୮ଏଫ ୬୩୯୯ରେ ବାରବନ୍ଧାକୁ ଏକ ଆସୁଥିବା ବେଳେ ଜୁଆଡିପାଲି ନିକଟରେ ଏକ ଗାଡି ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ଘଟଣାସ୍ଥଳରେ ବବରୁଙ୍କ ମୃତ୍ୟୁ ଘଟିଥିବାବେଳ ଡୋଳାମଣୀ ଗୁରୁତର ହୋଇଥିଲେ। ମୁରିବାହାଲ ଥାନା ପୋଲିସ ମୃତଦେହକୁ ଜବତ କରିବା ସହ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରିଛି। ଧକ୍କା ଦେଇଥିବା ଗାଡି ସମ୍ପର୍କରେ ଅନୁସନ୍ଧାନ କରାଯାଉଛି ବୋଲି ଆଇଆଇସି ତାରା ଜସ୍ମିନ ଗୁଡିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri