Posted inଜାତୀୟ

ସଡ଼କ ଦୁର୍ଘଟଣାରେ ଉନ୍ନାଓ ବଳାତ୍କାର ପୀଡ଼ିତା ଗୁରୁତର, ୨ ମୃତ

ଲକ୍ଷ୍ନୌ, ୨୮।୭: ଉତ୍ତର ପ୍ରଦେଶର ରାଏବରେଲିରେ ଏକ ଭୟାନକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଉନ୍ନାଓ ବଳାତ୍କାର ପୀଡିତା ଗୁରୁତର ଆହତ ହେବା ସହ ଜଣେ ଓକିଲ ଏବଂ ସମ୍ପର୍କୀୟଙ୍କ ମୃତ୍ୟୁ ହୋଇଛି। ଜେଲରେ ଥିବା ଜଣେ ସମ୍ପର୍କୀୟଙ୍କୁ ଭେଟିବା ପାଇଁ ପୀଡିତା କାର୍‌ରେ ଯାଉଥିଲେ। ଏହି ସମୟରେ ବିପରୀତ ପାର୍ଶ୍ୱରୁ ଆସୁଥିବା ଏକ ଟ୍ରକ୍‌ ସହ କାର୍‌ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପୀଡିତାଙ୍କୁ ଗୁରୁତର ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଗତବର୍ଷ ଉନ୍ନାଓରେ ଦଳିତ ଯୁବତୀଙ୍କୁ ବଳାତ୍କାର ମାମଲାରେ ଭାଜପା ବିଧାୟକ କୁଲଦୀପ ସିଂହ ସେନଗାର ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଏକ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri