ସଡ଼କ ଦୁର୍ଘଟଣାରେ ହାସ୍ୟ ଅଭିନେତା ସଲୀଲ ମିତ୍ର ଗୁରୁତର

ଭୁବନେଶ୍ୱର,୧୨।୫(ବ୍ୟୁରୋ): ହାସ୍ୟ ଅଭିନେତା ସଲୀଲ ମିତ୍ର ରବିବାର ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ସଲୀଲଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି। କେନ୍ଦୁଝର ଜିିଲା ଘଟଗାଁ କଲେଜ ଛକ ନିକଟରେ ତାଙ୍କ କାର ଦୁର୍ଘଟଣାଗ୍ରସ୍ଥ ହୋଇଥିବା ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଘଟଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

୫ ଓଏଏସ୍‌ ଅଧିକାରୀଙ୍କ ବଦଳି: ଜାଣନ୍ତୁ କିଏ କେଉଁଠାକୁ ଗଲେ

ଭୁବନେଶ୍ୱର,୧୪ା୨(ରବିନାରାୟଣ ଜେନା):ରାଜସ୍ବ ବିଭାଗ ପକ୍ଷରୁ ଶୁକ୍ରବାର ୫ଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌-କନିଷ୍ଠ) ଅଧିକାରୀଙ୍କୁ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, କେନ୍ଦ୍ରାପଡ଼ା- ମହାକାଳପଡ଼ାର ପୂର୍ବତନ ବିଡିଓ ସୌମ୍ୟାଶ୍ରୀ…

ସାଇବର ଠକଙ୍କ କବ୍‌ଜାରେ ବଲାଙ୍ଗୀରର ୯୯୨ ଆକାଉଣ୍ଟ

ବଲାଙ୍ଗୀର,୧୪ା୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସାଇବର ଥାନା ପୋଲିସ ଏକ ଆନ୍ତଃରାଜ୍ୟ ସାଇବର ଠକେଇ ରାକେଟର ପର୍ଦ୍ଦାଫାଶ କରିଛି। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି ଶୁକ୍ରବାର ସ୍ଥାନୀୟ…

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ

ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri