ସଡ଼କ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଢେଙ୍କାନାଳ ଅଫିସ,୨୬।୮: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର କଣ୍ଟେଇକୋଳିଆ ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ନଦୀଆଳି ଗ୍ରାମର ଭରତ ବେହେରା। ଆହତ ଦ୍ୱୟଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ସେମାନଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ୩ ଯୁବକ ଆର୍ମିରେ ନିଯୁକ୍ତି ପାଇଁ ସାର୍ଟିଫିକେଟ ନେବାକୁ ଢେଙ୍କାନାଳ ତହସିଲ ଅଫିସକୁ ଯାଉଥିବା ବେଳେ ଏକ ରୋଲର ସହ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri