ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା

କୋରାପୁଟ,୬।୮(ସ୍ବ.ପ୍ର): କୋରାପୁଟଠାରେ ଗତ ଏପ୍ରିଲ ୨୭ ତାରିଖରେ ଏକ ସଡ଼କ ଦୁର୍ଘଟଣାରେ ସ୍ଥାନୀୟ ମିଶନ କମ୍ପାଉଣ୍ଡର ପ୍ରେମ ଖୋସଲାଙ୍କ ମୃତ୍ୟୁ ଘଟିଥିଲା। ତେବେ ମଙ୍ଗଳବାର ତାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସ୍ଥାନୀୟ ଜିଲା ଜରୁରୀ ବିଭାଗଠାରେ କୋରାପୁଟ ବିଧାୟକ ରଘୁରାମ ପୋଡାଲ ମୃତକଙ୍କ ମା’ ରଇଲା ମାଝିଙ୍କୁ ୨ ଲକ୍ଷ ଟଙ୍କାର ଏକ ଡ୍ରାଫ୍ଟ ପ୍ରଦାନ କରିଛନ୍ତି । ବିଧାୟକ ଓ ଜିଲା ପ୍ରଶାସନର ମିଳିତ ଉଦ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ସମ୍ପୃକ୍ତ ପରିବାରକୁ ପ୍ରଦାନ କରାଯାଇଛି । ଏଥିରେ ଜିଲା ଜରୁରୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ, ବିଭାଗର ବରିଷ୍ଠ କିରାଣି ପ୍ରକାଶ ସାମଲ, ବିଜେଡି ଯୁବ ନେତା ସୁରେଶ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri