ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କୋକସରା,୨୨।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ପକ୍ଷରୁ ଥାନା ଅଧିକାରୀ ପୁଷ୍ପାଞ୍ଜଳି ନେଗୀଙ୍କ ନେତୃତରେ ସଡକ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ବୁଢାରାଜ ମନ୍ଦିର ନିକଟରୁ ସ୍କୁଲ ଛାତ୍ରୀଛାତ୍ର, ଜନପ୍ରତିନିଧି ଓ ସେଚେତନ ଗ୍ରାମବାସୀ ଯୋଗଦେଇ ଏକ ଶୋଭାଯାତ୍ରାରେ ବାହାରି ଥିଲେ । ହାତରେ ପ୍ଲାକାର୍ଡ ଧରି ସଚେତନତା ବାର୍ତ୍ତା ଦେବା ସହ ଟ୍ରାଫିକ ନିୟମ ମାନି ଗାଡି ଚଳାଇବା ପାଇଁ ଲୋକଙ୍କୁ ବୁଝାଇଥିଲେ। ଏହି କାର୍ଯ୍ୟକ୍ରମରେ ଆମପଣି ସରପଞ୍ଚ ଟିକିଚନ୍ଦ୍ର ଧଙ୍ଗଡାମାଝି, ସାମାଜିକ କର୍ମୀ ଜିତେନ୍ଦ୍ର ପଣ୍ଡାଙ୍କ ସମେତ ପୋଲିସ ଓ ଯବାନମାନେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri