ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଘାଟିତ

ଭଦ୍ରକ ଅଫିସ,୧୧।୧: ଭଦ୍ରକ ବସ୍‌ ସିଣ୍ଡିକେଟ ପକ୍ଷରୁ ୩୧ତମ ସଡ଼କ ସୁରକ୍ଷା ସଚେତନତା ସପ୍ତାହ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟକ ଭାବେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଏସ୍‌ପି ରାଜେଶ ପଣ୍ଡିତ, ଆର୍‌ଟିଓ ବିରଞ୍ଚି ନାରାୟଣ ଅଧିକାରୀ, ଶ୍ରୀନିବାସ ପତି ପ୍ରମୁଖ ଯୋଗ ଦେଇଥିଲେ। ଏହା ସହ ବହୁ ଯୁବକ ଯୋଗ ଦେଇଥିଲେ।