ସତର୍କତା, ସଚେତନତା ନେଇ ବିଏମ୍‌ସିର ଚଢ଼ାଉ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟାପକ ସଚେତନତା କରୁଛି। ହୋଟେଲ, ଘରୋଇ ହସ୍ପିଟାଲ, ଶିକ୍ଷାନୁଷ୍ଠାନ, କୋଚିଂ, ମଲ୍‌, ହାଟ, ମନ୍ଦିର, କଲ୍ୟାଣମଣ୍ଡପ, ପାର୍କ, ଖାଦ୍ୟ ଦୋକାନ, ରେଷ୍ଟୁରାଣ୍ଟ ଓ ଡ୍ୟାନ୍ସ ବାର, କର୍ପୋରେଟ୍‌ ସେକ୍ଟର ପାଇଁ ଏସ୍‌ଓପି ଜାରି କରିଛି। ଓଡ଼ିଶା ମ୍ୟୁନିସିପାଲ କର୍ପୋରେଶନ ଆକ୍ଟ ୨୦୦୩ର (ଏକ୍ସଏକ୍ସଆଇଆଇ) ଚ୍ୟାପ୍ଟର ଅଧୀନ ୫୮୩ ଓ ୫୯୯ ଧାରାରେ ଏହି ଏସ୍‌ଓପି ଜାରି କରାଯାଇଥିବା ବେଳେ ଉକ୍ତ ଏସ୍‌ଓପିକୁ ନାଗରିକ ତଥା ଅନୁଷ୍ଠାନମାନେ ପାଳନ କରୁଛନ୍ତି କି ନାହିଁ ତାର ତଦାରଖ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟରେ ଏସ୍‌ଓପି ପାଳନ କରୁଥିବା ନାଗରିକ ତଥା ବ୍ୟବସାୟୀ ଓ ଅନୁଷ୍ଠାନଗୁଡ଼ିକୁ ତଦାରଖ କରିବାସହ ସଚେତନ କରାଯାଇଛି। କିଛି ସ୍ଥାନରେ ବ୍ୟବସାୟୀମାନେ ଏସ୍‌ଓପିକୁ ମାନୁ ନଥିବା ପରିଲକ୍ଷିତ ହୋଇଥିବାବେଳେ ପ୍ରଥମ ଥର ପାଇଁ ସେମାନଙ୍କୁ ବୁଝାଯାଇଛି। ପୁର୍ନବାର ଯଦି ସେମାନେ ସଚେତନ ନ ହେବା ସହ ଏସ୍‌ଓପି ନ ମାନନ୍ତି ତେବେ ସେମାନଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ଆଡିଶନାଲ କମିଶନର ସୁରଥଚନ୍ଦ୍ର ମଲ୍ଲିକ, ଅବନୀକାନ୍ତ ପଟ୍ଟନାୟକ, ହରିଶଚନ୍ଦ୍ର ନାୟକ ମଙ୍ଗଳବାର ସହରର ବିଭିନ୍ନ ଜୋନ ବୁଲିବା ସହ ହୋଟେଲ, ଘରୋଇ ହସ୍ପିଟାଲ, ଶିକ୍ଷାନୁଷ୍ଠାନ, କୋଚିଂ, ମଲ୍‌, ହାଟ, ମନ୍ଦିର, କଲ୍ୟାଣମଣ୍ଡପ, ପାର୍କ, ଖାଦ୍ୟ ଦୋକାନ, ରେଷ୍ଟୁରାଣ୍ଟ ଓ ଡ୍ୟାନ୍ସ ବାର, କର୍ପୋରେଟ୍‌ ସେକ୍ଟର ଆଦି ଅଞ୍ଚଳରେ ଯାଞ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri