‘ସତ୍ତେ ପେ ସତ୍ତା’ର ରିମେକ୍‌ରେ ଆସିବେନି ହ୍ରିତିକ

ମୁମ୍ବାଇ: ବିଗ୍‌ ବି ଅମିତାଭଙ୍କ ଅଭିନୀତ ଫିଲ୍ମ ‘ସତ୍ତେ ପେ ସତ୍ତା’ର ରିମେକ୍‌ ହେବା କଥା ଶୁଣିବାକୁ ମିଳିଥିଲା। ଆଉ ଏହାର ଲିଡ୍‌ ରୋଲରେ ହ୍ରିତିକ ରୋଶନ କାମ କରିବା ସହ ତାଙ୍କ ଅପୋଜିଟ୍‌ରେ ନାୟିକା କ୍ୟାଟ୍ରିନା କୈଫଙ୍କୁ ଦେଖିବାକୁ ମିଳିବ ବୋଲି କିଛିଦିନ ତଳେ ଆଲୋଚନା ହେଉଥିଲା। ହେଲେ ଏବେ ମିଳିଥିବା ଖବରରୁ ଜଣାପଡିଛି କି ହ୍ରିତିକ ଏହି ରୋଲ ପାଇଁ ରାଜି ହୋଇନାହାଁନ୍ତି। ସେ କହିଛନ୍ତି ଅମିତାଭଙ୍କର ସେ ଜଣେ ବଡ ଫ୍ୟାନ୍‌। ହେଲେ ଏବେ ସେ ତାଙ୍କ ଅଭିନୀତ ଫିଲ୍ମର ରିମେକ୍‌ କରିବେ ନାହିଁ। ପୁଣି ଯେବେ ସୁଯୋଗ ମିଳିବ ସେ ଅମିତାଭଙ୍କ ଅଭିନୀତ ଫିଲ୍ମରେ ନଜର ଆସି ପାରନ୍ତି। ସୂଚନା ଅନୁଯାୟୀ, ଏବେ ହ୍ରିତିକଙ୍କ ଅଭିନୀତ ‘ସୁପର-୩୦’ ବଲିଉଡରେ ଭଲ ବିଜନେସ୍‌ କରୁଥିବା ବେଳେ ଏହାକୁ ଦର୍ଶକେ ଖୁବ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri