Posted inଜାତୀୟ

ସତ ପାଇଁ କ୍ଷମା ମାଗିବି ନାହିଁ: ରାହୁଲ

ନୂଆଦିଲ୍ଳୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ତାଙ୍କ କଥାରେ ଅଡି ବସିଛନ୍ତି। ‘ରେପ୍‌ ଇନ୍‌ ଇଣ୍ଡିଆ’ ଉକ୍ତିକୁ ନେଇ ସେ କେବେବି ଭୁଲ୍‌ ମାଗିବେ ନାହିଁ ବୋଲି କହିଛନ୍ତି। କାରଣ ଏହା ସତ। ତେଣୁ ସେ ସତ ପାଇଁ କ୍ଷମା ମାଗିବେ ନାହିଁ। ଶୁକ୍ରବାର ରାହୁଲଙ୍କ ଏହି କଥାକୁ ନେଇ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ହଙ୍ଗାମା ହେବା ସହ ରାହୁଲ କ୍ଷମା ମାଗନ୍ତୁ ବୋଲି ଦାବି ହୋଇଥିଲା। ଶନିବାର ରାମଲିଳା ମଇଦାନରେ କଂଗ୍ରେସ ପକ୍ଷରୁ ଆୟୋଜିତ ‘ଭାରତ ବଚାଓ’ ରାଲିରେ ରାହୁଲ କହିଛନ୍ତି ସତ ପାଇଁ ସେ କ୍ଷମା ମାଗିବେ ନାହିଁ। ଆହୁରି ମଧ୍ୟ ମୋ ନାଁ ରାହୁଲ ସାଭରକର ନୁହେଁ ରାହୁଲ ଗାନ୍ଧୀ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ଜନତା ପାର୍ଟି(ଭାଜପା) ନାଗରିକତ୍ୱ ସଂଶୋଧନ ବିଲକୁ ନେଇ ଯେଉଁ ବିରୋଧ ହୋଇଛି ସେଥିରୁ ଜନତାଙ୍କ ନଜର ହଟାଇବାକୁ ଏଭଳି ଦାବି କରିଥିବା ରାହୁଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri