ସନ୍ତାନ ପ୍ରସବ ଲାଗି ମିଳେ ପ୍ରୋତ୍ସାହନ

କେତେକ ଦେଶରେ ଜନସଂଖ୍ୟା ଏତେ କମି ଯାଇଛି ଯେ ଏହା ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି। ସେମିତି ଏକ ଦେଶ ହେଉଛି ଫିନଲାଣ୍ଡ। ଏଠାରେ ଏବେ ଜନସଂଖ୍ୟା ଦ୍ରୁତ ବେଗରେ ହ୍ରାସ ପାଇବାରେ ଲାଗିଛି। କାରଣ ଏଠାରୁ ଅଧିକାଂଶ ଲୋକେ ଦେଶ ଛାଡି ବାହାରକୁ ଚାଲି ଯାଉଛନ୍ତି। ତେଣୁ ଫିନଲାଣ୍ଡ ସରକାର ଲୋକଙ୍କୁ କିଛି ଅର୍ଥ ଦେଇ ସନ୍ତାନ ପ୍ରସବ କରିବାକୁ ପ୍ରୋତ୍ସାହନ ଦେଉଥିବା କୁହାଯାଉଛି। କିଛି ବର୍ଷ ହେବ ଏହା ପ୍ରଚଳିତ ହୋଇଆସୁଛି। ପୂର୍ବରୁ ସରକାର ୧୭ ବର୍ଷ ବୟସ ପର୍ଯ୍ୟନ୍ତ ପିଲାମାନଙ୍କ ପାଇଁ ପ୍ରୋତ୍ସାହନ ରାଶି ଯୋଗାଇ ଦେଉଥିଲେ। ଏବେ ଏହାସହ ଜନ୍ମିତ ସନ୍ତାନ ଲାଗି ଏକ ସ୍ବତନ୍ତ୍ର କିଟ୍‌ ବାଧ୍ୟତାମୂଳକ କରିଛନ୍ତି। ଏହାସହ ମିଳୁଛି କିଛି ପ୍ରୋତ୍ସାହନ ରାଶି। ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଜନସଂଖ୍ୟା ବୃଦ୍ଧି କରିବା।


Enter your email to get our daily news in your inbox.

All Right Reserved By Dharitri.Com

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri