ସନ୍ଦେହଜନକ ଭାବେ ବୁଲୁଥିବା ୪ ଯୁବକଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ପଦ୍ମପୁର,୨।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ନଇଛଣପୁରଠାରେ ବିଳମ୍ବିତ ରାତିରେ ସନ୍ଦେହଜନକ ଭାବେ ବୁଲୁଥିବା ୪ ଜଣ ଯୁବକଙ୍କୁ ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ବାସୁଦେବପୁର ଥାନା ଅଧିକାରୀ ମଧୁସ୍ମିତା ମହାନ୍ତି ଘଟଣାସ୍ଥଳରେ ପହଞ୍ଚିଥିଲେ। ଜଣେ ଯୁବକ କୌଶଳକ୍ରମେ ଖସିଯାଇଥିବା ବେଳେ ଅନ୍ୟ ୩ ଜଣଙ୍କୁ ଗିରଫ କରି ପୋଲିସ କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ୩ଟି ପାଣି ମୋଟର, ଏକ ବାଇକ୍‌ ଓ ଶାବଳ ଜବତ କରାଯାଇଛି। ଥାନାରେ କେସ୍‌ ନଂ. ୩୬୪/୧୯ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri