Posted inଜାତୀୟ

ସନ୍ଧ୍ୟାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବରାଜ!

ଭୋପାଳ,୨୩।୩: କରୋନା ଭାଇରସକୁ ନେଇ ସାରା ଦେଶ ଚିନ୍ତାରେ ଥିବା ବେଳେ ଏପଟେ ମଧ୍ୟପ୍ରଦେଶ ରାଜନୀତି ହୋଇଛି ସରଗରମ। ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଦଳ ବୈଠକରେ ଶିବରାଜ ସିଂ ଚୌହାନଙ୍କ ନାଁ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇପାରେ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଏହି ବୈଠକ ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ କରାଯିବ ବୋଲି କୁହାଯାଉଛି। ସୋମବାର ସନ୍ଧ୍ୟାରେ ଚତୁର୍ଥ ଥର ଲାଗି ଶିବରାଜ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି କୁହାଯାଉଛି। ଏଥିପାଇଁ ରାଜ ଭବନ ଭିତରେ ପ୍ରସ୍ତୁତି ଚାଲିଥିବା ବେଳେ ଶିବରାଜଙ୍କ ମିନି କ୍ୟାବିନେଟ ମଧ୍ୟ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକ୍ରମରେ ଖୁବ୍‌ କମ୍‌ ଲୋକ ଉପସ୍ଥିତ ରହିବେ ବୋଲି ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡିବା ପରେ ମଧ୍ୟପ୍ରଦେଶର ଆଉ ୨୨ କଂଗ୍ରେସ ବିଧାୟକ ଦଳ ଛାଡି ଦେଇଥିଲେ। ଫଳରେ ମଧ୍ୟପ୍ରଦେଶରେ କଂଗ୍ରେସ ଶାସିତ କମଲନାଥଙ୍କ ସରକାର ଭାଙ୍ଗି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୨୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri