Posted inଖେଳ

ସପୋର୍ଟ ସ୍କୁଲ ସ୍ପୋଟର୍‌ସ ଫାଉଣ୍ଡେଶନର ଦ୍ୱିତୀୟ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୪।୧୦(କ୍ରୀଡ଼ା ପ୍ରତିନିଧି)- ସପୋର୍ଟ ସ୍କୁଲ ସ୍ପୋଟର୍‌ସ ଫାଉଣ୍ଡେଶନ(ଏସଏସଏସଏଫ)ର ଦ୍ୱିତୀୟ କାର୍ଯ୍ୟକ୍ରମ ଗୁରୁବାର କ୍ୟାପିଟାଲ ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୬ରୁ ୧୨ ବର୍ଷ ମଧ୍ୟରେ ୫୦ ପିଲାଙ୍କର ୧୫ ପ୍ରକାର ଶାରୀରିକ ପରୀକ୍ଷା କରାଯାଇଥିଲା। ପିଲାଙ୍କ ବୟସ ଅନୁଶୀଳନ, ଫିଟ୍‌ନେସ ସ୍ତର ଏବଂ କ୍ରୀଡ଼ା ଦକ୍ଷତା ମପାଯିବା ଏହାର ଅନ୍ତର୍ଭୁକ୍ତ ଥିଲା। ”ଏସଏସଏସଏଫର ଏହା ଏକ ବିରଳ ପଦକ୍ଷେପ। ଏହା ପିଲାମାନଙ୍କର ଫିଟ୍‌ନେସ୍‌ ଏବଂ କ୍ରୀଡ଼ା ଦକ୍ଷତା ଅନୁମାନ କରିବା କ୍ଷେତ୍ରରେ ବିଶେଷ ସହାୟକ ହେବ“ ବୋଲି ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସୋନାମିକା ରାୟ ପ୍ରକାଶ କରିଛନ୍ତି। ଫାଉଣ୍ଡେଶନର ମୁଖ୍ୟ ଡ. ମୁକ୍ତିପ୍ରସାଦ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଅମିତ କୁମାର ସାହୁ, ପ୍ରସାଦ ସାହୁ, ତାରାପ୍ରସାଦ ପରିଡ଼ା, ଦୀପ୍ତି ସୁନ୍ଦର ଦାଶ, ଅନିଲ ଜେନା, ଲକ୍ଷ୍ମୀଧର ମହାନ୍ତି, ସମୀର କୁମାର ସାହୁ ପରିଚାଳନା କରିଥିଲେ। ବିଶ୍ୱରଞ୍ଜନ ସାହୁ ଏହି ପ୍ରକଳ୍ପର ମାଷ୍ଟର ଟ୍ରେନର ଦାୟିତ୍ୱ ତୁଲାଉଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଗତ ଅଗଷ୍ଟ ୨୯ରେ ଏପିଜେ ସ୍କୁଲରେ ଏସଏସଏସଏଫ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri