ସପ୍ଲିମେଣ୍ଟାରୀ ପରୀକ୍ଷା ଦେଲେ ୨୬୩ ଛାତ୍ରୀଛାତ୍ର

ବଇଣ୍ଡା,୮।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ପରିସରରେ ସୋମବାର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଏଥିରେ କିଶୋରନଗର ଓ ଆଠମଲ୍ଲିକ ବ୍ଲକର ୨୬ଟି ହାଇସ୍କୁଲର ୨୬୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସମୟ ନିର୍ଦ୍ଧାରଣ ପୂର୍ବରୁ ସମସ୍ତ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ପ୍ରବେଶ କରିବା ପରେ ସେମାନଙ୍କୁ ପରୀକ୍ଷା ପତ୍ର ବଣ୍ଟନ କରାଯାଇଥିଲା। ପରୀକ୍ଷା କେନ୍ଦ୍ରର ସୁପରିଟେଣ୍ଡେଣ୍ଟ୍‌ ମନୋରମା ସାହୁ ସମସ୍ତ ପରୀକ୍ଷା କେନ୍ଦ୍ର ଗୁଡିକକୁ ବୁଲି ଯାଞ୍ଚ କରିଥିଲେ। ଶାନ୍ତିଶୃଙ୍ଖଳାରେ ପରୀକ୍ଷା ହୋଇଥିବାବେଳେ ହଣ୍ଡପା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri