ଡୁଙ୍ଗୁରିପାଲି, ୨୭ା୭(ଡି.ଏନ୍.ଏ)
ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକରେ ସବୁଜ ମହାନଦୀ ଅଭିଯାନ ସବୁଜିମା ସଚେତନତା ଯାତ୍ରା ଜାତୀୟ ରାଜପଥ ପାର୍ଶ୍ୱରେ ଅନୁଷ୍ଠିତ ହୋଇଯାଇଛି ା ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ବନଖଣ୍ଡ, ବିନିକା ବନାଞ୍ଚଳ ତରଫରୁ ୭୫ ହଜାର ଚାରା ଜନସାଧାରଣଙ୍କୁ ବଣ୍ଟନ କରାଯିବାର ବ୍ୟବସ୍ଥା ରହିଛି। ଏଥିପାଇଁ ଜନସାଧାରଣ ଆଧାର କାର୍ଡ ନକଲ ଦେଇ ୧୦ଟି ଲେଖାଏଁ ଚାରା ଗଛ ନେଇ ଲଗାଇବା ପାଇଁ ଏହି ଅବସରରେ ସଚେତନ କରାଯାଇଥିଲା। ଶୁକ୍ରବାରଠାରୁ ଡୁଙ୍ଗୁରିପାଲି ଫରେଷ୍ଟ ବିଭାଗ ପକ୍ଷରୁ ଲୋକମାନେ ଚାରା ନେଇ ନିଜ ବାଡିରେ ଜଙ୍ଗଲ ସୃଷ୍ଟି କରିପାରିବେ ବୋଲି ଡୁଙ୍ଗୁରିପାଲି ବନ ବିଭାଗ ଫରେଷ୍ଟର କୁର୍ତ୍ତିବାସ ସେଠ୍ କହିଛନ୍ତି ା ପ୍ରଥମ ଦିନରେ ୧୨ ହଜାରରୁ ଉର୍ଦ୍ଧ୍ୱ ଚାରା ବଣ୍ଟନ କରାଯାଇଛି ା
Posted inସୁବର୍ଣ୍ଣପୁର View All
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ
ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...
ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…
ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...
ଟ୍ରାକ୍ଟରକୁ ଧକ୍କାଦେଲା ପିକ୍ନିକ୍ ବସ୍, ୨୦ ଆହତ
ଡୁଙ୍ଗୁରିପାଲି ୨୩/୧୨ (ଦୀନବନ୍ଧୁ ସୁନା ): କୁହୁଡି ପାଇଁ ଦୁର୍ଘଟଣା । କୁହୁଡି ପାଇଁ ରାସ୍ତା ନଦେଖାଯିବା କାରଣରୁ ଧାନ ବୋଝେଇ ଟ୍ରାକ୍ଟର୍କୁ ଧକ୍କା ଦେଲା...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୧୦ ଟଙ୍କାରେ ଧାନ ବିକିଲେ ଚାଷୀ
ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...
କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ
ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...
୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ
ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...
ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା
ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...
Archives


