ସବୁଜ ମହାନଦୀ ଅଭିଯାନ ସଚେତନତା ଯାତ୍ରା

ଡୁଙ୍ଗୁରିପାଲି, ୨୭ା୭(ଡି.ଏନ୍‌.ଏ)
ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକରେ ସବୁଜ ମହାନଦୀ ଅଭିଯାନ ସବୁଜିମା ସଚେତନତା ଯାତ୍ରା ଜାତୀୟ ରାଜପଥ ପାର୍ଶ୍ୱରେ ଅନୁଷ୍ଠିତ ହୋଇଯାଇଛି ା ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ବନଖଣ୍ଡ, ବିନିକା ବନାଞ୍ଚଳ ତରଫରୁ ୭୫ ହଜାର ଚାରା ଜନସାଧାରଣଙ୍କୁ ବଣ୍ଟନ କରାଯିବାର ବ୍ୟବସ୍ଥା ରହିଛି। ଏଥିପାଇଁ ଜନସାଧାରଣ ଆଧାର କାର୍ଡ ନକଲ ଦେଇ ୧୦ଟି ଲେଖାଏଁ ଚାରା ଗଛ ନେଇ ଲଗାଇବା ପାଇଁ ଏହି ଅବସରରେ ସଚେତନ କରାଯାଇଥିଲା। ଶୁକ୍ରବାରଠାରୁ ଡୁଙ୍ଗୁରିପାଲି ଫରେଷ୍ଟ ବିଭାଗ ପକ୍ଷରୁ ଲୋକମାନେ ଚାରା ନେଇ ନିଜ ବାଡିରେ ଜଙ୍ଗଲ ସୃଷ୍ଟି କରିପାରିବେ ବୋଲି ଡୁଙ୍ଗୁରିପାଲି ବନ ବିଭାଗ ଫରେଷ୍ଟର କୁର୍ତ୍ତିବାସ ସେଠ୍‌ କହିଛନ୍ତି ା ପ୍ରଥମ ଦିନରେ ୧୨ ହଜାରରୁ ଉର୍ଦ୍ଧ୍ୱ ଚାରା ବଣ୍ଟନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି...

ସୋନପୁର ହୋଇନି ସୁବର୍ଣ୍ଣପୁର

ସୋନପୁର,୧୪।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ଜିଲା ଗଠନ ହେବାର ଇତିମଧ୍ୟରେ ୩୧ ବର୍ଷ ବିତିଯାଇଛି। ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ସୋନପୁର ଉପଖଣ୍ଡ ବଲାଙ୍ଗୀର...

ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢୁଛି

ସୋନପୁର,୧୨।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ଶିକ୍ଷିତ ବେକାରଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ନିଯୁକ୍ତି ସୁଯୋଗ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବାହାର ରାଜ୍ୟକୁ କାମ...

ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି...

ନିରଞ୍ଜନ-ପ୍ରମୋଦ, ପଦ୍ମନାଭ-ରଘୁନାଥ ଲଢ଼େଇ

ସୋନପୁର,୭।୪(ମୃତ୍ୟୁଞ୍ଜୟ ଶତପଥୀ)ଚଳିତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲାର ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ପୁଣି ପରସ୍ପରକୁ ସାମ୍ନା କରିବାକୁ ଯାଉଛନ୍ତି ଶାସକ ଓ ବିପକ୍ଷ ଦଳର...

କାର୍‌ରୁ ମିଳିଲା ୫୫ ଲକ୍ଷ ଟଙ୍କା

ବିନିକା,୬ା୪: କାର୍‌ରୁ ମିଳିଛି ଲକ୍ଷାଧିକ ଟଙ୍କା। ସୁବର୍ଣ୍ଣପୁର ଜିଲା ବିନିକା କଲେଜ ଛକରେ ଗାଡ଼ି ଚେକିଂ ବେଳେ ଏକ କାର୍‌ରୁ ୫୫ ଲକ୍ଷ ଟଙ୍କା ଜବତ...

ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ

ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି।...

ଓଡ଼ିଶାରେ ସରକାର ଗଢ଼ିବ ଭାଜପା: ଜୟନାରାୟଣ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରି ଦଳ ପୁଣିଥରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri