Posted inଫୁରସତ

ସବୁଠାରୁ ବଡ଼ ଶୁଆର ଜୀବାଶ୍ମ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡର ସେଣ୍ଟ୍ରାଲ ଓଟାଗୋର ସେଣ୍ଟବାଂଥସ୍‌ ପାଖରୁ ଏବେ ବିଶାଳକାୟ ଶୁଆର ଜୀବାଶ୍ମ ମିିଳିଛି। ନ୍ୟୁଜିଲାଣ୍ଡର କଣ୍ଟେବରୀ ସଂଗ୍ରହାଳୟ ,ଫ୍ଲିଡର୍ସ ଓ ନ୍ୟୁ ସାଉଥ ୟୁନିଭର୍ସିଟିର ବିଶେଷଜ୍ଞଙ୍କ ମତାନୁସାରେ ଏହାର ଲମ୍ବ ୧ ମିଟର ଓ ଓଜନମ୍‌ ୭ କିଲୋଗ୍ରାମ୍‌ ଥିଲା। ବାୟୋଲୋଜି ଲେଟର୍ସ ଜର୍ନାଲରେ ଏ ସମ୍ପର୍କିତ ତଥ୍ୟ ପ୍ରକାଶ ପାଇଛି। ଏହି ଶୁଆର ଥଣ୍ଟ ଏତେ ଶକ୍ତଶାଳୀ ଯେ ତାହାଦ୍ୱାରା ପଥରରେ ଦାଗ କରାଯାଇପାରିବ । ଏହାର ଆକାର ଓ ଓଜନକୁ ଲକ୍ଷ୍ୟ କରି ବୈଜ୍ଞାନିକମାନେ ଏହାର ନାମ ଦେଇଛନ୍ତି ହେରାକ୍ଲିସ ଇନ୍‌ସ୍କାପେକ୍ଟାଟସ୍‌। ଅଷ୍ଟ୍ରେଲିଆର ଫ୍ଲିଡର୍ସ ବିଶ୍ୱବିଦ୍ୟାଳୟର ଆସୋସିଏଟ ପ୍ରଫେସର ଟ୍ରିବର ବର୍ଥ କହନ୍ତି ଯେ, ସମୟ ଥିତ୍ଲା ନ୍ୟୁଜିଲାଣ୍ଡର ଜଙ୍ଗଲରେ ସବୁଠାରୁ ବଡ଼ପକ୍ଷୀ ହିଁ ଦେଖିବାକୁ ମିଳୁଥିଲେ , କିନ୍ତୁ ତାହା ଧୀରେ ଧୀରେ ଲୋପ ପାଇଗଲେ। । ହେରାକ୍ଳିସର ଜୀବାଶ୍ମ ଅଷ୍ଟ୍ରେଲିଆ,ନ୍ୟୁଜିଲାଣ୍ଡ ତଥା ଅନ୍ୟ ମହାଦ୍ୱୀପରେ ଦେଖିବାକୁ ମିଳୁଥିବା ସବୁଠୁ ବଡ ପୋରା ଡାଡୋ ର ଆକାର ଭଳି ଓ କାକାପୋ ନାମକ ଶୁଆର ଆକାରଠାରୁ ଦୁଇଗୁଣ ବଡ଼। ଏବେ କାକାପୋଙ୍କ ସଂଖ୍ୟା ସୀମିତ। ଓ ଏହାର ସଂରକ୍ଷଣ କରାଯାଉଛି। ଏହି କପୋତ ୧.୯ କୋଟି ବର୍ଷ ପୂର୍ବେ ଦେଖାଯାଉଥିଲେ। ସେଣ୍ଟବାଂଥସ୍‌ରେ ଦୀର୍ଘ ୨୦ ବର୍ଷ ଧରି ଖନନ ଚାଲିଛି ଓ ପ୍ରତିବର୍ଷ ନୂଆ ପକ୍ଷୀ କିମ୍ବା ପଶୁଙ୍କ ଜୀବାଶ୍ମ ମିଳୁଛି ବୋଲି କହନ୍ତି ଟ୍ରେବର ବର୍ଥ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?