ସବୁଠି ଜଗିଛି ପୋଲିସ: ବାଇକ୍‌, ୪ ଚକିଆ ଯାନ ଉପରେ ନଜର

ବନ୍ତ, ୧୦।୪(ଡି.ଏନ.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ସରକାର ଦିନକୁଦିନ ଲକଡାଉନ୍‌ ଆଇନକୁ କଡାକଡି କରୁଛନ୍ତି ା ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି ା ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ମୁଖ୍ୟ ବଜାର ଓ ରାସ୍ତାରେ ଯାଞ୍ଚ କଡାକଡି କରାଯାଉଛି ା ଗତ ୩ ଦିନ ଧରି ପୋଲିସ ପକ୍ଷରୁ ବନ୍ତ ଥାନା ଛକ ଓ କେନ୍ଦୁଆପଦା ଫାଣ୍ଡି ଛକଠାରେ ଯାନବାହନ ଯାଞ୍ଚ କରାଯାଇ ବହୁତ ବାଇକ ଚାଳକଙ୍କଠାରୁ ଜରିମାନା ଆଦାୟ କରାଯାଇଛି ା ଏଥିସହ ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥ, ବନ୍ତ-ବାରିକପୁର, ବନ୍ତ-ଆଗରପଡା ରାସ୍ତାରେ ପାଟ୍ରୋଲିଂ କରାଯାଇ ନିୟମ ଉଲ୍ଲଂଘନକାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?