Posted inଫୁରସତ

ସବୁଠୁ ବଡ଼ ଟେବୁଲ୍‌ ଟେନିସ୍‌ ବ୍ୟାଟ୍‌

ଟେବୁଲ୍‌ ଟେନିସ୍‌ ଅନେକେ ଖେଳିଥିବେ। ନ ଖେଳିଥିଲେ ବି ତା’ର ଛୋଟ ଛୋଟ ବ୍ୟାଟ୍‌କୁ ନିଶ୍ଚୟ ଦେଖିଥିବେ। ଏହାକୁ ହାତରେ ସହଜରେ ଧରି ଖେଳି ହୁଏ। ତେବେ ଏହି କୁନି ବ୍ୟାଟ୍‌ର ଏକ ବିରାଟ ରୂପ ତିଆରି କରାଯାଇଛି, ଯାହାକୁ ଧରି ଖେଳିବା ଅସମ୍ଭବ ପ୍ରାୟ। କାରଣ ଏହାର ଲମ୍ବ ୧୧ ଫୁଟ ୭.୮ଇଞ୍ଚ ଓ ଓସାର ୬ ଫୁଟ୍‌ ୭.୮ ଇଞ୍ଚ ଅଟେ। ଆମେରିକାର ରାଇଜ୍‌ ବ୍ରାଣ୍ଡ ଏହାକୁ ତିଆରି କରିଥିଲା। ୨୦୧୭, ୨୧ ଜୁଲାଇରେ ଓହିଓସ୍ଥ ପିନ୍ସ ମେକାନିକାଲ କମ୍ପାନୀରେ ଏହାକୁ ପ୍ରଦର୍ଶିତ କରାଯାଇଥିଲା। ଆଉ ଏହା ପୃଥିବୀର ସବୁଠୁ ବଡ଼ ଟେବୁଲ୍‌ ଟେନିସ୍‌ ବ୍ୟାଟଭାବେ ଗିନିଜ ଓ୍ବାଲର୍‌ଡ ରେକର୍ଡସ୍‌ରେ ସ୍ଥାନ ପାଇଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ଏହାର ପ୍ରକୃତ ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri