ସବୁଠୁ ହାଲ୍‌କା ମିଠା

ମିଠା ଖାଇବାକୁ ପ୍ରାୟ ସମସ୍ତେ ଭଲ ପାଆନ୍ତି। କୌଣସି ଖାସ୍‌ ଅବସରରେ ମିଠାକୁ ବାଦ୍‌ ଦିଆଯାଇପାରେନା। ସେଇଥିପାଇଁ ତ ବଜାରରେ ପସନ୍ଦ ଅନୁସାରେ ବିଭିନ୍ନ ରକମର ମିଠା ଉପଲବ୍ଧ ହେଉଛି। ତେବେ ଆମେ ଏଠାରେ ଯେଉଁ ମିଠା ବିଷୟରେ କହିବାକୁ ଯାଉଛି ତାହା ସବୁଠୁ ଖାସ୍‌। ବ୍ରିଟେନ୍‌ର କାରିଗରମାନେ ତିଆରି କରିଛନ୍ତି ପୃଥିବୀର ସବୁଠାରୁ ହାଲ୍‌କା ମିଠା, ଯାହାର ଓଜନ ମାତ୍ର ୧ ଗ୍ରାମ। ଉକ୍ତ ମିଠାର ୯୬ ପ୍ରତିଶତ କେବଳ ପବନ । ଅର୍ଥାତ୍‌ ପାଟିକୁ ମିଠା କରୁଥିବା ପଦାର୍ଥ ଏଥିରେ ମାତ୍ର ୪ ପ୍ରତିଶତ ଅଛି। ଏହି ମିଠାକୁ ଲଣ୍ଡନସ୍ଥ ଡିଜାଇନର୍‌ ଷ୍ଟୁଡିଓ ବାମପସ୍‌ ଆଣ୍ଡ ପାର୍‌ର କାରିଗରମାନେ ଏରୋଜେଲେକ୍ସ ଲାବୋରେଟୋରିର ବୈଜ୍ଞାନିକଙ୍କ ସହ ମିଶି ଜର୍ମାନୀର ହାମବର୍ଗରେ ତିଆରି କରିଥିଲେ। ଉକ୍ତ ମିଠାକୁ ପ୍ରସ୍ତୁତ କରିବାଲାଗି ବୈଜ୍ଞାନିକମାନେ ପ୍ରଥମେ ଦୁନିଆର ସବୁଠାରୁ ହାଲୁକା କଠିନ ପଦାର୍ଥ ‘ଏରୋଜେଲ’କୁ ଖାଦ୍ୟୋପଯୋଗୀ କଲେ। ତା’ପରେ ସେଥିରେ ସେମାନେ ମିଠାପଣ ଭରିଲେ। ଏରୋଜେଲର ଆବିଷ୍କାର ୧୯୩୧ରେ ହୋଇଥିଲା। ଏରୋଜେଲରେ ୯୫ରୁ ୯୯.୮ ପ୍ରତିଶତ ପବନ ଥାଏ। ସମ୍ପୂର୍ଣ୍ଣ ବୈଜ୍ଞାନିକ ପଦ୍ଧତିରେ ଏରୋଜେଲ୍‌କୁ ମିଠେଇରେ ରୂପାନ୍ତର କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?