ସବୁ ବିଧାୟକ, ବାଚସ୍ପତିଙ୍କୁ ଘରକୁ ନେଇ ଭଲ ଖାଇବାକୁ ଦେବି: ହେଲେ  ପାଣିରେ ଡାଲି ସିଝୁନି କାହିଁକି ଏମିତି କହିଲେ…

ଭୁବନେଶ୍ୱର,୩୦।୭: ମାହାଙ୍ଗା ବିଧାୟକ ସାରଦା ପ୍ରଧାନ ପୂର୍ବତନ ମନ୍ତ୍ରୀଙ୍କ ବରୋଦ୍ଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ପୂର୍ବ ନିର୍ବାଚନରେ ପ୍ରତିଦ୍ୱନ୍ଦୀ ଥିବାରୁ ତାଙ୍କ ଘରକୁ ପିଇବା ପାଇଁ ପାଣି ସଂଯୋଗ କରାଯାଇ ନ ଥିଲା। ତାଙ୍କ ଘର  ଏଯାବତ୍‌ ପାଣି ସଂଯୋଗରୁ ବଞ୍ଚିତ ରହିଛି । ନିଜ ଘରେ ପାଣିର ଦୁରବସ୍ଥାକୁ ନେଇ କହିବା ସହ   ମୋ ଘରକୁ ସମସ୍ତ ବିଧାୟକଙ୍କୁ ଆସି ବାସ୍ତବତାକୁ ଦେଖନ୍ତୁ ବୋଲି ସେ କହିଛନ୍ତି।
ମହଙ୍ଗା ବିଧାୟକଙ୍କ ଘରେ ପାଣ ମିଳୁନି , ଯେଉଁ ପାଣି ଅଛି ସେଥିରେ ଡାଲି ସିଝୁନି । ସେ କହିଛନ୍ତି ୨ କିଲୋମିଟର ଦୂରରୁ ମୋ ଘରକୁ ପାଣି ଆସୁଛି । ପୂର୍ବତନ ବିଧାୟକ ତଥା ମନ୍ତ୍ରୀଙ୍କ ବିରୋଦ୍ଧରେ ମୁଁ ପ୍ରାର୍ଥୀ ଥିଲି ତେଣୁ ମୋ ଘରକୁ ପାଣି ଦିଆଯାଇନାହିଁ । ଗୃହର ସମସ୍ତ ସଦସ୍ୟ ମୋ ଗାଁକୁ ଆସନ୍ତୁ । ତାଙ୍କ ଦଳ ଲୋକଙ୍କ ଘର ପାଖରେ ଲକ୍‌ ରହୁଛି ତେଣୁ ସେମାନେ ପାଣି ଛାଡ଼ୁନାହାନ୍ତି । ୬ ମାସ ଭିତରେ ବାଚସ୍ପତି ଓ ସବୁ ବିଧାୟକ ଯିବେ ମୋ ଘରକୁ ଯଦି ପାଣି ପିଇ ପାରିବେ କହିବେ । ସମସ୍ତଙ୍କୁ ନେଇକି ଯିବି ଭଲ ଖାଇବାକୁ ଦେବି କିନ୍ତୁ ସେ ପାଣିରେ ଡାଲି ସିଝୁନି ବୋଲି ଉଦବେଗ୍‌ ପ୍ରକାଶ କଲେ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ ।
ଏପଟେ ବିଭାଗୀୟ ମନ୍ତ୍ରୀ ରବି ନାୟକ ଉତ୍ତର ରଖି କହିଛନ୍ତି, ଡିସେମ୍ବରରେ ବିଧାୟକଙ୍କ ଘରକୁ ପାଣି ଯିବ ଏବଂ ସେ ଡାଲି ଭାତର ଆୟୋଜନ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri