ସବୁ ସେକ୍ଟରକୁ ପ୍ୟାକେଜ ଦେବେ ସରକାର

ନୂଆଦିଲ୍ଲୀ,୮।୫: କୋଭିଡ୍‌-୧୯ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ କ୍ଷେତ୍ରକୁ ସରକାର ପ୍ୟାକେଜ ପ୍ରଦାନ କରିବେ। ଏ ନେଇ ବର୍ତ୍ତମାନ ବିଚାର ହେଉଥିବା ବେଳେ ଶୀଘ୍ର ଘୋଷଣା କରାଯିବ ବୋଲି କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ନୀତିନ ଗଡକରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, କେବଳ ଦେଶର ଅଣୁ କ୍ଷୁଦ୍ର ମଧ୍ୟ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)କୁ ପ୍ୟାକେଜ ପ୍ରଦାନ ନେଇ ଯୋଜନା ନାହିଁ। ଯୋଜନାରେ ସବୁ କ୍ଷେତ୍ରକୁ ସାମିଲ କରାଯିବ। ଅର୍ଥ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ଲାଗି ସରକାର ପ୍ୟାଜେକ ଘୋଷଣା କରନ୍ତୁ ବୋଲି ଦାବି ହୋଇ ଆସୁଛି। ଦେଶର ଅଭିବୃଦ୍ଧି କ୍ଷେତ୍ରରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରର ଯୋଗଦାନ ୨୯% ରହିଛି। ସେହିଭଳି ଏମ୍‌ଏସ୍‌ଏମ୍‌ଇ ରପ୍ତାନି କ୍ଷେତ୍ରକୁ ୪୮% ଅଂଶୀଦାର ରହିଛି। ରୋଜଗାର ପ୍ରଦାନ କ୍ଷେତ୍ରରେ ଏହି କ୍ଷେତ୍ରର ଉଲ୍ଲେଖନୀୟ ଭୂମିକା ରହିଛି। ହେଲେ କୋଭିଡ୍‌ କମ୍ପାନୀଗୁଡିକର ଅଣ୍ଟା ଭାଙ୍ଗି ଦେଇଛି। ଲକ୍‌ଡାଉନ ଯୋଗୁ ଅନେକ ଦିନ ଧରି କମ୍ପାନୀଗୁଡିକ ବନ୍ଦ ହୋଇ ପଡିଲାଣି। ଲକ୍‌ଡାଉନ ପରେ ମଧ୍ୟ ସ୍ଥିତି ସ୍ବାଭାବିତ ହେବ ନାହିଁ ବୋଲି ବଜାର ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ଏଭଳି ବିଭିନ୍ନ ସ୍ଥିତିକୁ ସରକାର ଏବେ ବିଚାରକରି ପ୍ୟାକେଜ ଘୋଷଣା କରିବାକୁ ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?