Posted inଜାତୀୟ

‘ସବ୍‌କା ସାଥ୍‌ ସବ୍‌କା ବିକାଶ’ ମନ୍ତ୍ରରେ ସରକାର କାମ କରୁଛନ୍ତି: ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୧।୧: ଶୁକ୍ରବାର ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହାପୂର୍ବରୁ ସେଣ୍ଟ୍ରାଲ ହଲ୍‌ରେ ଉଭୟ ଗୃହକୁ ସମ୍ବୋଧିତ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ଭାରତ ନିର୍ମାଣ ପାଇଁ ଆହ୍ବାନ ଦେଇଛନ୍ତି। ଏହି ଦଶନ୍ଧି ନୂଆ ଭାରତ ନିର୍ମାଣ ପାଇଁ ଗୁରୁତ୍ୱପୂର୍ଣ୍ଣ। ‘ସବ୍‌କା ସାଥ୍‌ ସବକା ବିକାଶ’ ମନ୍ତ୍ରରେ ସରକାର କାମ କରୁଛନ୍ତି। ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନ ପାଇଁ ମୋ ସରକାର ପ୍ରୟାସ ଜାରି ରଖିଛି। ଜମ୍ମୁ-କଶ୍ମୀରରୁ ୩୭୦ ଉଚ୍ଛେଦ ଦ୍ୱାରା ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ସ୍ବପ୍ନ ପୂରଣ ହୋଇଛି। ଜମ୍ମୁ-କଶ୍ମୀର ଏବଂ ଲଦାଖ ମୁଖ୍ୟଧାରାରେ ସାମିଲ ହୋଇଛି। ସ୍ବାଧୀନତା ପରେ ପ୍ରଥମଥର ପାଇଁ ସ୍ଥାନୀୟ ନିର୍ବାଚନ ସୁରୁଖୁରୁରେ ହୋଇଛି। ୩ ତଲାକ ଆଇନ ଏବଂ ଉପଭୋକ୍ତା ଆଇନ ପ୍ରଣୟନ କରାଯାଇଛି। ଅନ୍ତର୍ଜାତୀୟ ସ୍ତରରେ ବିଭିନ୍ନ କ୍ଷେତ୍ରରେ ଦେଶ ପାରଦର୍ଶିତା ଲାଭ କରିଛି। ଆମର ସମ୍ଭିଧାନ ଦେଶବାସୀଙ୍କ ଆଶା ଆକାକ୍ଷାଂକୁ ପୂରଣ କରୁଛି ବୋଲି ରାଷ୍ଟ୍ରପତି ନିଜ ଅଭିଭାଷଣରେ କହିଛନ୍ତି। ଏହାସହ ପାକିସ୍ତାନରେ ସଂଖ୍ୟାଲଘୁଙ୍କ ଉପରେ କରାଯାଉଥିବା ନିର୍ଯାତନାକୁ ରାଷ୍ଟ୍ରପତି ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri