ସବ୍‌ସିଡିଯୁକ୍ତ ଏଲପ୍‌ଜି ୩ ଟଙ୍କା କମିଲା

ନୂଆଦିଲ୍ଲୀ,୨-୭: ସୋମବାର ସବ୍‌ସିଡିଯୁକ୍ତ ଏଲପିଜି ଦର ୩.୦୨ ଟଙ୍କା ହ୍ରାସ ଘଟିଛି। ଏହା ଫଳରେ ୧୪.୨ ଲିଟର ବିଶଷ୍ଟ ସିଲିଣ୍ଡର ଦାମ ୪୯୪.୩୫ ଟଙ୍କାକୁ ଖସିଛି। ଏହା ରବିବାର ମୁମ୍ବାଇରେ ସିଲିଣ୍ଡର ପିଛା ୪୯୫.୦୯ ଟଙ୍କା ଥିଲା ଯାହା ୪୯୨.୦୪ ଟଙ୍କାକୁ ଖସିଛି। ଗତ ମାର୍ଚ୍ଚଠାରୁ ଏଲପିଜି ଦର ଲଗାତର ଭାବେ ବୃଦ୍ଧି ଘଟୁଥିଲା। ୪ ମାସ ପରେ ପ୍ରଥମ ଥର ଲାଗି ଏଭଳି ଦର ହ୍ରାସ ହୋଇଛି। ମାର୍ଚ୍ଚ ପରଠାରୁ ଏଥିରେ ସିଲିଣ୍ଡର ପିଛା ୩.୮୪ ଟଙ୍କା ବୃଦ୍ଧି ଘଟିଥିଲା। ସେହିଭଳି ଅଣ ସବସିଡି ଏଲପିଜି ଦରରେ ମଧ୍ୟ ୧୦୦ ଟଙ୍କା ହ୍ରାସ ଘଟିଛି। ବିମାନ ଇନ୍ଧନ ବା ଏଟିଏମ୍‌ ମୂଲ୍ୟରେ ୫.୮% ହ୍ରାସ ନେଇ ତୈଳ କମ୍ପାନୀଗୁଡିକ ଘୋଷଣା କରିଛନ୍ତି। ଅନ୍ତର୍ଜାତୀୟ ବଜାର ସ୍ଥିତି ଉନ୍ନତ ହେବାର ଏଟିଏଫ୍‌ ମୂଲ୍ୟରେ ହ୍ରାସ ଘଟୁଥିବା ସୂଚନା ରହିଛି। ସୋମବାର ଏଟିଏଫ୍‌ କିଲୋଲିଟର ପିଛା ୩,୮୦୬.୪୪ ଟଙ୍କା ହ୍ରାସ ଘଟି ୬୧,୨୦୦.୩୬ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କାମରେ ଧ୍ୟାନ ଦିଅ’, କର୍ମଚାରୀଙ୍କୁ ଗୁଗ୍‌ଲ ସିଇଓ ସୁନ୍ଦର ପିଚାଇଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦ା୪: ନିକଟରେ ଗୁଗ୍‌ଲ ଅଫିସ୍ ଭିତରେ କିଛି କର୍ମଚାରୀ ଧାରଣାରେ ବସିଥିଲେ। ସେମାନେ ଗୁଗ୍‌ଲ କ୍ଲାଉଡ୍ ସିଇଓଙ୍କ କାର୍ଯ୍ୟାଳୟକୁ ପ୍ରାୟ ୮ ଘଣ୍ଟା ଧରି ଦଖଲ...

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri