Posted inଜାତୀୟ

ସମଗ୍ର ଦେଶରେ ଖୋଲାଯିବ ୭୫ ମେଡିକାଲ କଲେଜ

ନୂଆଦିଲ୍ଲୀ,୨୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୋଦି କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସମଗ୍ର ଦେଶରେ ମୋଟ ୭୫ଟି ନୂତନ ମେଡିକାଲ କଲେଜ ଖୋଲାଯିବା ନେଇ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଥିବା ଜଣାପଡ଼ିଛି। ବୈଠକ ଶେଷ ହେବା ପରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ଏହି ନିଷ୍ପତ୍ତି ବିଷୟରେ ସୂଚନା ଦେଇଛନ୍ତି। ନୂଆ ମେଡିକାଲ କଲେଜ ଖୋଲିବା ପାଇଁ ୨୪,୩୭୫ କୋଟି ଖର୍ଚ୍ଚ ହେବ। ଏଥିରେ ଏମ୍‌ବିବିଏସ୍‌ର ୧୫,୭୦୦ ନୂତନ ସିଟ ରହିବ। ଦେଶର ଯେଉଁ ରାଜ୍ୟଗୁଡ଼ିକ ସ୍ବାସ୍ଥ୍ୟକ୍ଷେତ୍ରରେ ପଛୁଆ, ସେଠାରେ ଏହି ନୂତନ ମେଡିକାଲ କଲେଜ ଖୋଲାଯିବ। ଏଥିଯୋଗୁ ଗାଁ ଗାଁରେ ସ୍ବାସ୍ଥ୍ୟାସେବା ପହଞ୍ଚାଇବା ପାଇଁ ଅଧିକ ଡାକ୍ତର ଉପଲବ୍ଧ ହେବେ ବୋଲି ଜାଭଡେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri