Posted inବରଗଡ଼

ସମଲପୁରୀ ଦିନ୍‌ ପାଳନ ଅବସରରେ ଶୋଭାଯାତ୍ରା

ବରଗଡ଼ ଅଫିସ,୧।୮: ବରଗଡ଼ ଜିଲା ଭେଡେନର ମନୋହର ସାଂସ୍କୃତିକ ସଂସଦ ଏବଂ ଶ୍ରୀଧର ସାହିତ୍ୟ ସଂସଦ ପକ୍ଷରୁ ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ ସମଲପୁରୀ ଦିନ୍‌ ପାଳନ କରାଯାଇଛି। ଏଥିସହିତ କବି ସତ୍ୟନାରାୟଣ ବହିଦାର ଓ ଶ୍ରୀଧର ପ୍ରଧାନ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ବରଗଡ଼ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବାଜା ବଜାଇ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇ ଶତାଧିକ ଲୋକ ଟାଉନ ହଲ୍‌କୁ ପହଞ୍ଚିଥିଲେ। ଏଥିରେ ବହୁ କବି, ସାହିତି୍ୟକ ଓ ବୁଦ୍ଧିଜୀବୀ ମଧ୍ୟ ସାମିଲ ହୋଇଥିଲେ। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ଅତିଥିମାନେ ସମଲପୁରୀ ଦିନ ପାଳନର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri