ସମ୍ବଲପୁର, ୨।୪ (ବ୍ୟୁରୋ)-କରୋନା ଭୂତାଣୁ ଯୋଗୁଁ ଦୋକାନ, ବଜାର, ରାସ୍ତା ସେନିଟାଇଜ କରାଯାଉଛି। ସମ୍ବଲପୁରର ଇଷ୍ଟଦେବୀ ସମଲେଇ ମନ୍ଦିରକୁ ମଧ୍ୟ କରୋନା କଟକଣା ପୂର୍ବରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶହସ୍ରାଧିକ ଭକ୍ତମାନେ ଆସିଛନ୍ତି । ଏପରି ସ୍ଥଳେ ସମଲେଇ ମନ୍ଦିର ପରିସରକୁ ମଧ୍ୟ ସାନିଟାଇଜ କରାଯିବା ଆବଶ୍ୟକ ବୋଲି ଗୁରୁବାର ମନ୍ଦିର ପୂଜକମାନେ ଦାବି କରିଛନ୍ତି ।
Posted inHome, Home Left, ଆମ ଜିଲା ଖବର, ସମ୍ବଲପୁର View All
ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍
ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...
“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ
କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...
ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା
ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ...
ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …
ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...
ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?
ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...
ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍କାଇଲେ ଦିଦି
କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...
IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK
ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...
ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା
ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି...
Archives


