ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣା ପ୍ରସଙ୍ଗ: ରେଳମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାୟଗଡା ଜିଲାରେ ମଙ୍ଗଳବାର ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଛି। କର୍ତ୍ତବ୍ୟରତ ରେଳ କର୍ମଚାରୀଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖପ୍ରକାଶ କରିଛନ୍ତି। ଏହାସହ ସେ ରେଳମନ୍ତ୍ରୀ ପୀୟୂଷ ଗୋଏଲଙ୍କ ସହ ଏ ବିଷୟରେ କଥା ହୋଇଥିବା ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ା ଧର୍ମେନ୍ଦ୍ର ନିଜ ଟୁଇଟରରେ ଉଲ୍ଲେଖ କରିଛନ୍ତି ଯେ, ପୀୟୂଷ ଗୋଏଲ ଏହି ଦୁର୍ଘଟଣାରେ ଭାରତୀୟ ରେଳପଥର ଉଦ୍ଧାର କାର୍ଯ୍ୟରେ ବ୍ୟକ୍ତିଗତ ହସ୍ତକ୍ଷେପ କରି ତା’ର ତଦାରଖ କରୁଛନ୍ତି ା ଏ ସମ୍ପର୍କରେ ସେ ସୂଚନା ଦେଇ କହିଛନ୍ତି, ସମଲେଶ୍ୱରୀ ଏକ୍ସପ୍ରେସରେ ଥିବା ସମସ୍ତ ଯାତ୍ରୀ ନିରାପଦ ଅଛନ୍ତି ଏବଂ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri