Posted inଜାତୀୟ

ସମସ୍ତଙ୍କୁ ମିଳିବ ନ୍ୟାୟ: ମୋଦି

ନୂଆଦିଲ୍ଲୀ,୨୯।୨: ଦେଶରେ ଭାଜପା ସରକାର ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ଆଧାରରେ ଶାସନ ଜାରି ରଖିଛି। ଏହା ଅନ୍ତର୍ଗତ ସମାଜର ସମସ୍ତ ଜନସାଧାରଣଙ୍କୁ ନ୍ୟାୟ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଉତ୍ତରପ୍ରଦେଶ ପ୍ରୟାଗରାଜରେ ଏକ ରାଲିରେ ଯୋଗଦେଇ ମୋଦି ଏଭଳି କହିଛନ୍ତି। ଦେଶର ୧୩୦ କୋଟି ଜନସାଧାରଣଙ୍କ ପାଖରେ ଆବଶ୍ୟକୀୟ ସୁବିଧା ସୁଯୋଗ ପହଞ୍ଚାଇବା ଲକ୍ଷ୍ୟ ନେଇ ଭାଜପା ସରକାର କାର୍ଯ୍ୟ କରୁଥିବା ସେ କହିଛନ୍ତି। ସମାଜର ପ୍ରତିଟି ବର୍ଗର ବିକାଶକୁ ଭାଜପା ସରକାର ଗୁରୁତ୍ୱ ପ୍ରଦାନ କରୁଛନ୍ତି। ବିଭିନ୍ନ ଲୋକ କଲ୍ୟାଣକାରୀ ଯୋଜନାର ପ୍ରଣୟନ କରାଯାଇଛି ଏବଂ ଅଗାମୀ ଦିନରେ ଏଭଳି ବହୁ କାର୍ଯ୍ୟ ସମ୍ପର୍କରେ ସରକାର ଚିନ୍ତା କରୁଥିବା ମୋଦି କହିଛନ୍ତି। ସରକାର କୃଷକଙ୍କ ଆର୍ଥିକ ବିକାଶ ପାଇଁ ବହୁ ଯୋଜନା ହାତକୁ ନେଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri