ସମସ୍ୟା ବୁଝିଲେ ଜେଏମ୍‌ଏଫ୍‌ସି: ଦଳିତ ସାହିରେ ଜଳିବ ବିଜୁଳି

ଭୁବନ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ବ୍ଲକ ଗଡ଼ନୃସିଂହପ୍ରସାଦ ଗ୍ରାମର ଦଳିତ ସାହିରେ ଖୁବ୍‌ଶୀଘ୍ର ଜଳିବ ବିଜୁଳି। ବିଦ୍ୟୁତ୍‌ ସଂଯୋଗରୁ ବଞ୍ଚତ୍ତ ୩୫ ଦଳିତ ପରିବାରର ଭାଗ୍ୟ ବଦଳିବ। ଭୁବନ କୋର୍ଟ ଜେଏମ୍‌ଏଫ୍‌ସି ଶ୍ରୀଚନ୍ଦନ ଦାସ ଗୁରୁବାର ଗ୍ରାମବାସୀ ଏବଂ ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କ ସହ ମିଳିତ ଭାବେ ଆଲୋଚନା କରିବା ପରେ ସମସ୍ୟା ସମାଧାନ ହେବାର ବାଟ ଖୋଲିଛି।
ଗଡ଼ନୃସିଂହପ୍ରସାଦ ଗ୍ରାମ ଦଳିତ ସାହିରେ ୯୫ ପରିବାର ବସବାସ କରୁଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ପରିବାର ସରକାରଙ୍କ ସୌଭାଗ୍ୟ ଯୋଜନାରେ ସାମିଲ ହୋଇଛନ୍ତି। ବର୍ଷେ ହେଲା ଖୁଣ୍ଟ ପୋତାଯାଇ ହିତାଧିକାରୀଙ୍କ ଘରକୁ ତାର ଟଣାଯାଇଛି। ହେଲେ ଏଯାଏ ବିଦ୍ୟୁତ୍‌ ସଂଯୋଗ ଦିଆଯାଇନାହିଁ। ଫଳରେ ଲୋକମାନେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏ ନେଇ ବାରମ୍ବାର ଅଭିଯୋଗ କରାଯିବା ପରେ ବି କାମରେ ଅଗ୍ରଗତି ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri