ସମାଜ ଲାଗି ଉଦାହରନ୍‌ ସାଜିଛନ୍‌ ହଳ ଆର ରାତ୍ର

ଅତାବିରା, ୧୭।୭ (ଡି.ଏନ୍‌.ଏ): ଆମର ସମାଜରେ ଅନେକ ଲୋକ୍‌ ପିଲାଛୁଆ ବିହାଚୁରା କରିସାଏଲେ, ଚାକରିରୁ ଅବସର ନେଲେ ଘରେ ବସି ରହୁଛନ୍‌। ଯେନ୍‌ଥିରଲାଗି ବିନା କାମ୍‌ଧଁଦାରେ ସେମାନେ ଅନେକ ସମିଆରେ ମାନସିକ୍‌ ଚାପ୍‌ରେ ରହେବାର ସଂଗେ ତାହାକୁ ନାନା ରୁଗ୍‌ଦୁଖ୍‌ ମାଡ଼ି ବସୁଛେ। ହେଲେ ସମାଜରେ ଏନ୍‌ତା ବି ଲୋକ୍‌ ଅଛନ୍‌ ଯେନ୍‌ମାନେ ଫିଦିନ କାମ୍‌ ନାଇଁ କଲେ ତାକର ମନ୍‌ ପଏରଛା ନାଇଁଲାଗେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଅଧୀନ ଉଦେପୁର ଗଁାରେ।
ଉଦେପୁର ଗଁାର ଦୁଇ ବୁରୁଧ୍‌ ରାତ୍ର ସେଟ(୭୫) ଆର ହଳ ଝାଙ୍କର(୮୦)। ଦୁଇ ବୁରୁଧ୍‌ ନିଜର ନିଜର ଛୁଆପିଲା ବିହାଚୁରା କରି ନାତି ନାତେନ୍‌ ଦେଖ୍‌ଲେନ। ଏହେଦେ ସେମାନେ ନାତି ନାତେନକର ସଂଗେ ମଜାମଜଲିସ କରବାର ସଂଗେ ପୁଓ ବହରନୁ ସେବା ଯତନର ଆଶ୍‌ କରବାର କଥା। ହେଲେ ଦୁଇ ବୁରୁଧ୍‌ ଘରେ ବସି ରହିବାର ଜାଗାରେ ମହାନଦୀରୁ ମାଛ୍‌ ମାରି ଦୁଇ ପଏସା ରୁଜଗାର କରୁଛନ୍‌। ସେନ୍‌ତା ମାଛ୍‌ମରାରୁ ଫୁରସତ୍‌ ପାଏଲେ ଦୁଇ ବୁରୁଧ୍‌ ପିଁଢ଼ାରେ ବସି ମାଛ୍‌ମରା ଜାଲ ଗୁଁଥ୍‌ବାରେ ବାଇ ରହୁଛନ୍‌। ବଜାରରୁ ଇ ମାଛ୍‌ମରା ଜାଲ ଘିନ୍‌ଲେ ୧୫ଶହରୁ ୩ ହଜାର ଟଁକା ତକ୍‌ ପଡ଼ୁଛେ। ହେଲେ ଦୁଇ ବୁରୁଧ୍‌ ଅବଛର ସମିଆକେ କାମେ ଲଗେଇ ଦୁଇ ପଏସା କମାବାର ସଂଗେ ନିଜର ମନ୍‌ ପଏରଛା କରୁଛନ୍‌। ଇ ବାବ୍‌ଦେ ସେମାନକୁ ପଚରାଲାରୁ ଘରେ ବସି ରହେଲେ ଜାଂଗଲ ପଡ଼ିଯିବା, ନାନା ରୋଗ୍‌ ମାଡ଼ି ବସବା। କାମ୍‌ କଲେ ଦିହିପା ପଏରଛା ଲାଗବାର ସଂଗେ ମନ୍‌ଟା ବି ସବୁବେଲେ ପରଫୁଲ ରହୁଛେ ବଲି ସେମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?