ସମିତିସଭ୍ୟଙ୍କ ଶପଥପାଠର ଭିଡିଓ ଭାଇରାଲ : ବ୍ଲକ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ୧୭ରେ

ଦାରିଙ୍ଗବାଡ଼ି,୧୬ା୬(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତ୍ରୀ ପ୍ରଧାନଙ୍କ ନିର୍ବାଚନ ମାମଲାରେ ତାଙ୍କ ପଦବୀ ଅସିଦ୍ଧ ଘୋଷିତ ହୋଇଛି। ଗତ କିଛି ଦିନ ହେଲା ଉପାଧ୍ୟକ୍ଷ ରମାକାନ୍ତ ବଳିଆର ସିଂ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉଛନ୍ତିି। ଏହି ସମୟରେ ଅଧ୍ୟକ୍ଷ ପଦ ପୂରଣ ପାଇଁ ନିର୍ବାଚନ ଆସନ୍ତା ବୁଧବାର ୧୭ତାରିଖରେ କରାଯିବାକୁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି ା ଏଥିପାଇଁ ସମିତିସଭ୍ୟମାନେ ଦୁଇ ଦଳରେ ବିଭକ୍ତ ହୋଇ ଏବେ ଅଜ୍ଞାତବାସରେ ରହିଛନ୍ତି। ଗୋଟିଏ ଦଳ ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲିକଙ୍କୁ ଅଧ୍ୟକ୍ଷା କରାଇବା ପାଇଁ ଏକାଠି ହୋଇଛନ୍ତି। ଅନ୍ୟ ଗୋଟିଏ ଦଳ ରୁଦାଙ୍କ ବିରୋଧରେ ରହିଥିବା ଜଣାଯାଇଛି ା ଏଭଳି ପରିସ୍ଥିତିରେ ରୁଦା ସମର୍ଥନକାରୀଙ୍କର ଏକ ଭିଡିଓ ଏବେ ଭାଇରାଲ ହୋଇଛି। ଉପାଧ୍ୟକ୍ଷ ରମାକାନ୍ତଙ୍କ ନେତୃତ୍ୱରେ ସମସ୍ତ ସଭିତିସଭ୍ୟ ରୁଦାଙ୍କୁ ଜିତାଇବା ସହ ଦାରିଙ୍ଗବାଡ଼ି ବ୍ଲକର ସର୍ବାଙ୍ଗୀନ ଉନ୍ନତି କରିବାକୁ ସମସ୍ତେ ସଂକଳ୍ପ ନେଉଥିବା ଭିଡିଓରେ ଦେଖିବାକୁ ମଳିଛି ା ରୁଦା କଂଗ୍ରେସ ସମର୍ଥିତ ହୋଇଥିବା ବେଳେ ତାଙ୍କ ବିରୋଧୀ ସମିତିସଭ୍ୟାମାନେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନଙ୍କ ସମର୍ଥକ ଥିବା ଜଣାପଡ଼ିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri