ସମିତି ସଭ୍ୟ ଉପନିର୍ବାଚନ: ଶାନ୍ତିପୂର୍ଣ୍ଣ ଭାବରେ ମତଦାନ ଆରମ୍ଭ

ତୁଣ୍ଡଲା,୨୭।୧୧(ଡି.ଏନ.ଏ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମ ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ମତଦାନ ଆରମ୍ଭ ହୋଇଯାଇଛି। ଏଥିରେ ପଞ୍ଚାୟତର ଦିଗଶିରା, ସିର୍ଜାପାଲି, ବାଦିପଡାଠାରେ ୯ଟି ୱାର୍ଡରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିଗସିରାରେ ୪ଟି ୱାର୍ଡ ପାଇଁ ୪ଟି ବୁଥ, ବାଦିପଡାରେ ୨ଟି ୱାର୍ଡ ପାଇଁ ୨ଟି ବୁଥ, ସିର୍ଜାପାଲିରେ ୬ଟି ୱାର୍ଡ ପାଇଁ ୫ଟି ବୁଥରେ ମତଦାନ କରାଯାଇଛି। ଉକ୍ତ ପଞ୍ଚାୟତରେ ୨୭୮୨ଟି ଜଣ ଭୋଟର ମତଦାନ କରିବେ। ଏଥିରେ ୩ଟି କେନ୍ଦ୍ରରେ ଭୋଟ ଗ୍ରହଣ କରାଯାଇଛି। ଏଠାରେ କଡାକଡି ଭାବରେ ପୋଲିସର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତେବେ ନିର୍ବାଚନରେ କଳିଙ୍ଗ ଭୋଏ ଓ ଚୌଧୁରୀ ଭୋଏ ପ୍ରତିଦ୍ୱନ୍ଦିତା କରୁଛନ୍ତି। ସକାଳ ୮.୩୦ ସୁଦ୍ଧା ୧୨ ପ୍ରତିଶତମତଦାନ ହୋଇଥିବା ଜଣାପଡିଛି। ଜିଲାପାଳ ପରାଗ ହର୍ଷଦ ଗାଭାଲି ମତଦାନ କେନ୍ଦ୍ରକୁ ପରିଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri