Posted inରାଜ୍ୟ

ସମୀର ହେଲେ ରାଜ୍ୟ ଭାଜପା ସଭାପତି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ବରିଷ୍ଠ ନେତା ସମୀର ମହାନ୍ତି ରାଜ୍ୟ ଭାଜପା ସଭାପତି ନିର୍ବାଚିତ ହୋଇଛନ୍ତି। ଗୁରୁବାର ପର୍ଯ୍ୟବେକ୍ଷକ ନରେନ୍ଦ୍ର ସିଂ ତୋମାର ଆନୁଷ୍ଠାନିକ ଭାବେ ଏହି ଘୋଷଣା କରିଛନ୍ତି।

ପ୍ରକାଶ ଯେ, ୨୦୧୯ ଜାନୁୟାରୀରେ ସଭାପତି ବସନ୍ତ ପଣ୍ଡାଙ୍କ ତିନି ବର୍ଷୀୟା କାର୍ଯ୍ୟକାଳ ଶେଷ ହୋଇଥିଲା। ମାତ୍ର ନିର୍ବାଚନକୁ ଦୃଷ୍ଟିରେ ରଖି ବସନ୍ତ ଉକ୍ତ ଦାୟିତ୍ୱରେ ରହିଥିଲେ। ଅପରପକ୍ଷେ ଏମ୍‌ପି ଭାବେ ସେ କଳାହାଣ୍ଡିରୁ ନିର୍ବାଚିତ ହୋଇଛନ୍ତି। ଏହାପରେ ରାଜ୍ୟ ଭାଜପାର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା। ଗୁରୁବାର ସହମତି ଭିତ୍ତିରେ ଏକମାତ୍ର ପ୍ରାର୍ଥୀ ଭାବେ ସମୀର ନାମାଙ୍କନପତ୍ର ଦାଖଲ କରିଥିବାରୁ ସେ ସଭାପତି ହେବା ସ୍ପଷ୍ଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?