ସମୁଦ୍ର ଓ ଆକାଶରେ ମିଳିତ ଭାବେ କାର୍ଯ୍ୟ କରିବେ ଭାରତ-ରୁଷିଆ: ମୋଦିଙ୍କ ଘୋଷଣା

ଭ୍ଲାଡିଭୋଷ୍ଟକ୍‌,୫।୯: ଭାରତ-ରୁଷିଆ ଏଣିକି ସମୁଦ୍ର ଏବଂ ଆକାଶରେ ମିଳିତ ଭାବେ କାର୍ଯ୍ୟ କରିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଷ୍ଟର୍ଣ୍ଣ ଇକୋନୋମିକ୍‌ ଫୋରମରେ ଘୋଷଣା କରିଛନ୍ତି। ଭାରତ-ରୁଷିଆ ମଧ୍ୟରେ ୫୦ ଦ୍ୱିପାକ୍ଷିକ ଚୁକ୍ତି ହୋଇଥିବା ମୋଦି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମୀର୍‌ ପୁଟିନ୍‌ ଲୋକ ସଭା ନିର୍ବାଚନ ପୂର୍ବରୁ ନିମନ୍ତ୍ରଣ କରିଥିବା ମୋଦି କହିଛନ୍ତି। ଏହି ଅବସରରେ ମୋଦି ରୁଷିଆର ପୂର୍ବାଞ୍ଚଳର ସମସ୍ତ ୧୧ ଗଭର୍ନରଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ ଦେଇଛନ୍ତି। ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲିଓ ଟଲଷ୍ଟୟଙ୍କ ନୀତି ପରସ୍ପରକୁ କିଭଳି ପ୍ରଭାବିତ କରିଥିଲା ସେ ନେଇ ମୋଦି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମନ୍ତ୍ରୀ ରାସ ବିହାରୀ ବେହେରାଙ୍କ ପରଲୋକ: ଝୁରୁଛି କଳାହାଣ୍ଡି

ଭବାନୀପାଟଣା,୪।୧୧(ଉତ୍ତମ କୁମାର ଦାଶ):କଳାହାଣ୍ଡିର ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସ ବିହାରୀ ବେହେରାଙ୍କ ୮୮ ବର୍ଷ ବୟସରେ ମଙ୍ଗଳବାର ବିଳମ୍ବିତ ରାତିରେ ଭବାନୀପାଟଣାସ୍ଥିତ ବାସ ଭବନରେ ପରଲୋକ…

ବାତ୍ୟା ‘ଅର୍ଣ୍ଣବ’ ପରେ ପିଇବା ପାଣି ପାଇଁ ହାହାକାର: ୨୦୦ ପରିବାର ହନ୍ତସନ୍ତ

ଦାରିଙ୍ଗବାଡ଼ି, ୪/୧୧ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ ପରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଜନଜୀବନ। କେଉଁଠି ରାସ୍ତା ବିଚ୍ଛିନ୍ନ ତ ଆଉ କେଉଁଠି ଭୂସ୍ଖଳନ। ଅନ୍ୟପଟେ ବିଦ୍ୟୁତ୍‌ ସଂଯୋଗ…

କୋଟିଆ ଓ ମହାନଦୀ

କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଲାଗି ରହିଥିବା ବିବାଦ ବହୁ ପୁରୁଣା। ଏହାର ୨୮ ଗାଁ ମଧ୍ୟରୁ ୨୧ଟି ଗ୍ରାମକୁ ନେଇ ଓଡ଼ିଶା ଏବଂ…

୯ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୪ା୧୧ (ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନଭେମ୍ବର ୯ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…

ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଟସ୍‌ ଜିତିଲା ଭାରତ, ଦେଖନ୍ତୁ ୨ ଦଳର ପ୍ଲେଇଙ୍ଗ୍‌ ୧୧

ନୂଆଦିଲ୍ଲୀ, ୪।୧୧: ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ ଅକ୍ଲାଣ୍ଡର ଇଡେନ ପାର୍କ ଷ୍ଟାଡିୟମରେ ଖେଳାଯିବ। ତେବେ ଭାରତର ଅଧିନାୟକ ଶୁଭମନ ଗିଲ ଟସ୍‌ ଜିତି ପ୍ରଥମେ…

୧୨୩ ବର୍ଷର ବିଶ୍ୱ ରେକର୍ଡ ଭାଙ୍ଗିଲେ ଏହି ଭାରତୀୟ ବ୍ୟାଟର! କ୍ରିକେଟ ଇତିହାସରେ ଯୋଡ଼ିହେଲା ନୂଆ ଅଧ୍ୟାୟ

ନୂଆଦିଲ୍ଲୀ,୪।୧୧:କ୍ରିକେଟ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ଭାରତୀୟ ବ୍ୟାଟର ଚିନ୍ମୟ ସୁତାର। ମାତ୍ର ୫ଟି ଫାର୍ଷ୍ଟ କ୍ଲାସ ପାଳିରେ ୭୯୪ ରନ ସଂଗ୍ରହ କରି ସେ ୧୨୩…

ୟୁକ୍ରେନ୍‌ ସହାୟତା କେନ୍ଦ୍ର ଉପରେ ଆକ୍ରମଣ: ୩୧ ମୃତ

କିଭ୍‌,୪ା୧୧: ଦକ୍ଷିଣ ୟୁକ୍ରେନ୍‌ର ଏକ ସହାୟତା କେନ୍ଦ୍ରରୁ ଲୋକେ ମାନବୀୟ ସହାୟତା ସଂଗ୍ରହ କରିବା ପାଇଁ ଏକାଠି ହୋଇଥିବାବେଳେ ରୁଷିଆ ଆକ୍ରମଣ କରିବାରୁ ୩୧ ଜଣଙ୍କ ମୃତ୍ୟୁ…

ଆମେରିକା ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ପାଇଁ ମତଦାନ ଜାରି

ଓ୍ବାଶିଂଟନ,୪ା୧୧: ଆମେରିକା କଂଗ୍ରେସକୁ କେଉଁ ଦଳ ନିୟନ୍ତ୍ରଣ କରିବ, ସେନେଇ ମଙ୍ଗଳବାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଅନୁଷ୍ଠିତ ହେଉଛି। ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସର ସମସ୍ତ ୪୩୫ ଆସନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?