ସମୁଦ୍ର ବେଳାଭୂମିରେ ମୃତ ହ୍ବେଲଶାର୍କ

ଗୋପାଳପୁର,୨୧ା୩-ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ନୂଆ ବକ୍ସିପଲ୍ଲୀ ସମୁଦ୍ର ବେଳାଭୂମିରେ ଶନିବାର ଏକ ମୃତ ହ୍ବେଲଶାର୍କ ମାଛ ଭାସୁଥିବା ଦେଖିବାକୁ ମିଳିଛି। ନୂଆବକ୍ସିପଲ୍ଲୀ ଗଁାର କେତେଜଣ ମତ୍ସ୍ୟଜୀବୀ ବୋଟ୍‌ରେ ମାଛ ମାରିବାକୁ ସମୁଦ୍ର ମଧ୍ୟକୁ ଯାଇଥିଲେ। ମଧ୍ୟାହ୍ନରେ ମତ୍ସଜୀବୀମାନେ କୂଳକୁ ଆସି ଜାଲରେ ୩ଟି ହ୍ବେଲଶାର୍କ ମାଛ ପଡ଼ିଥିବା ଦେଖିଥିଲେ। ସେମାନେ ଦୁଇଟି ମାଛକୁ ସମୁଦ୍ର ମଧ୍ୟକୁ ଛାଡ଼ି ଦେଇଥିଲେ। କିନ୍ତୁ ସେଥିରୁ ଗୋଟିଏ ମାଛ ଛାଡ଼ିବାକୁ ଚେଷ୍ଟା କରିଥିଲେ ମଧ୍ୟ ଯାଇପାରି ନ ଥିଲା। ଶେଷରେ ଛଟପଟ ହୋଇ ଉକ୍ତ ହ୍ବେଲଶାର୍କର ମୃତ୍ୟୁ ଘଟିଥିଲା। ଖବର ପାଇ ବ୍ରହ୍ମପୁର ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୃତମାଛକୁ ଜବତ କରିପାରି ନ ଥିବା ଜଣାପଡ଼ିଛି। ଏହାର ଲମ୍ବ ପ୍ରାୟ ୧୫ ଫୁଟରୁ ଊର୍ଦ୍ଧ୍ୱ ହେବ ବୋଲି ମତ୍ସ୍ୟଜୀବୀମାନେ ପ୍ରକାଶ କରିଛନ୍ତି। ଏ ନେଇ ଡିଏଫଓ ଅମ୍ଲାନ ନାୟକଙ୍କୁ ପଚାରିବାରୁ ବ୍ୟବଚ୍ଛେଦ ପରେ କେଉଁ କାରଣରୁ ମୃତ୍ୟୁ ଘଟିଛି ଜଣାପଡ଼ିବ ଏବଂ ତାକୁ ମାଟିରେ ପୋତାଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri