Posted inଖେଳ

ସମ୍ପର୍କୀୟ ଭଉଣୀଙ୍କୁ ଉଠାଇ ନେଇ ବିବାହ କରିଥିଲେ ଏହି କ୍ରିକେଟର୍‌

ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ତଥା ଷ୍ଟାର କ୍ରିକେଟର ସହିଦ ଆଫ୍ରିଦି ନିକଟରେ ୫ମ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ପତ୍ନୀ ପୁଣିଥରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ପୂର୍ବରୁ ମଧ୍ୟ ଆଫ୍ରିଦିଙ୍କର ୪ଟି ଝିଅ ଥିଲେ। ଏବେ ତାଙ୍କ ଘରକୁ ଆଉ ଜଣେ କନ୍ୟା ସନ୍ତାନ ଆସିଛନ୍ତି। ୫ମ କନ୍ୟା ସନ୍ତାନର ବାପା ହେବା ପରେ ଆଫ୍ରିଦି ନିଜେ ତାଙ୍କ ସମସ୍ତ ଝିଅମାନଙ୍କ ସହ ଉଠାଇଥିବା ଫଟୋକୁ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଫଟୋ ପୋଷ୍ଟ କରି ଆଫ୍ରିଦି ନିଜକୁ ଆଉ ଏକ କନ୍ୟା ସନ୍ତାନର ବାପା ହୋଇଥିବାରୁ ଧନ୍ୟ ମନେ କରିଛନ୍ତି। ଆଫ୍ରିଦିଙ୍କ ୪ କନ୍ୟା ସନ୍ତାନଙ୍କ ନାଁ ହେଉଛି ଆକସା, ଆନଶା, ଅଜୱା ଓ ଆସମରା। ଏହି ସବୁ ନାଁ ଆଫ୍ରିଦି ତାଙ୍କ ଫ୍ୟାନମାନଙ୍କ ଠାରୁ ବୁଝି ରଖିଛନ୍ତି। ଏବେ ଏହି ପରମ୍ପରାକୁ ଆଗକୁ ନେବା ପାଇଁ ସେ ଫ୍ୟାନମାନଙ୍କୁ ହିଁ ତାଙ୍କ ୫ମ କନ୍ୟା ସନ୍ତାନର ନାଁ କ’ଣ ରହିବ, ସେକଥା ପଚାରିଛନ୍ତି। ଆଫ୍ରିଦି ଏହି ପୋଷ୍ଟ କରିବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।
କିନ୍ତୁ ଜାଣିଛନ୍ତି ଆଫ୍ରିଦ୍‌ ନିଜ ସମ୍ପର୍କୀୟ ଭଉଣୀ ନାଦିଆଙ୍କୁ ଉଠାଇ ନେଇ ବିବାହ କରିଥିଲେ। ବିବାହ ପରେ ଉଭୟଙ୍କ ପରିବାର ତାଙ୍କ ଗ୍ରହଣ କରିଥିଲେ। ଆଫ୍ରିଦି ପାକିସ୍ତାନ ପାଇଁ ୨୭ଟି ଟେଷ୍ଟ, ୩୯୮ ଦିନିକିଆ ଓ ୯୯ଟି ଟି-୨୦ ମ୍ୟାଚ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri