Posted inଜାତୀୟ

ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ନିଆଁ

ନୂଆଦିଲ୍ଲୀ, ୫ା୯(ପି.ଟି.): ଦରଭଙ୍ଗା-ନୂଆଦିଲ୍ଲୀ ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ମୁତାବକ ରାତି ୧୦ଟାରେ ପ୍ରଥମେ ଗୋଟିଏ ସ୍ଲିପର କୋଚରେ ନିଆଁ ଲାଗିଥିଲା। ଦମକଳ ବାହିନୀର କର୍ମଚାରୀ ଓ ଉଦ୍ଧାରକାରୀ ଦଳ ସେଠାରେ ପହଞ୍ଚି ସହଯୋଗ କରିଥିଲେ। ସଙ୍ଗେସଙ୍ଗେ ଯାତ୍ରୀମାନଙ୍କୁ ଓହ୍ଲାଇ ଦିଆଯାଇ ନିଆଁକୁ ଆୟତ କରାଯାଇଥିଲା। ତେବେ କିଭଳି ନିଆଁ ଲାଗିଲା ଓ ଏହାଦ୍ୱାରା କେତେ ଯାତ୍ରୀ ମୃତାହତ ହୋଇଛନ୍ତି, ସେ ସମ୍ପର୍କରେ କୌଣସି ରିପୋର୍ଟ ହସ୍ତଗତ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri