‘ସମ୍ପୂର୍ଣ୍ଣା’ ଯୋଜନାକୁ ଅଧିକ କ୍ରିୟାଶୀଳ କରାଯିବ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ରାଜ୍ୟରେ ଶିଶୁ ଓ ମାତୃ ମୃତ୍ୟୁ ହାର ହ୍ରାସ ଲାଗି କାର୍ଯ୍ୟକାରୀ ହେଉଥିବା ‘ସମ୍ପୂର୍ଣ୍ଣା’ ଯୋଜନାକୁ ଅଧିକ କ୍ରିୟାଶୀଳ କରିବାକୁ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ଏଥିଲାଗି ଆୟୋଜିତ ଏକ ସମୀକ୍ଷା ବୈଠକରେ ଯୋଗଦେଇ ମନ୍ତ୍ରୀ ଏହି ନିର୍ଦ୍ଦେଶ ଦେବା ସହ ଏକ କମିଟି ଗଠନ କରିବା ସହ ମାସକ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ଲାଗି କହିଛନ୍ତି।

ଦ୍ୱାଦଶ ପଞ୍ଚବାର୍ଷିକ ଯୋଜନାନୁଯାୟୀ ଯେଉଁ ଲକ୍ଷ୍ୟ ଦିଆଯାଇଥିଲା ତାହା ହାସଲ ହୋଇଛି। ହେଲେ ଏହି ଯୋଜନାକୁ ଅଧିକ କ୍ରିୟାଶୀଳ କରି ଓଡ଼ିଶାକୁ ଏକ ନମ୍ବର ସ୍ଥାନରେ ପହଞ୍ଚାଇବାକୁ ହେବ ବୋଲି ମନ୍ତ୍ରୀ କହିଛନ୍ତି। ୨୦୧୧-୧୩ରେ ରାଜ୍ୟରେ ପ୍ରତି ୧ଲକ୍ଷ ପ୍ରସୂତିଙ୍କ ମଧ୍ୟରୁ ୨୨୨ଜଣଙ୍କ ମୃତ୍ୟୁ ଘଟୁଥିବା ବେଳେ ୨୦୧୪-୧୬ ସୁଦ୍ଧା ତାହା ୧୮୦କୁ ହ୍ରାସ ପାଇଛି। ତେବେ ୨୦୨୦ ସୁଦ୍ଧା ଏହି ଯୋଜନା ମାଧ୍ୟମରେ ଏହା ୧୧୭ ଓ ୨୦୩୦ରେ ଏହା ୭୦ରେ ପହଞ୍ଚାଇବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ସେହିଭଳି ୨୦୨୦ ସୁଦ୍ଧା ଶିଶୁ ମୃତ୍ୟୁ ସଂଖ୍ୟାକୁ ୩୦କୁ ହ୍ରାସ କରାଯିବା ଲାଗି ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri