ସମ୍ପୂର୍ଣ୍ଣ ଓଡ଼ିଶା ଲକ୍‌ଡାଉନ୍‌; ଅପରାହ୍ନ ସାଢ଼େ ୪ଟାରେ ଗଣମାଧ୍ୟମ ଜରିଆରେ ଦିଆଯିବ ସୂଚନା

ଭୁବନେଶ୍ୱରା,୨୪।୩(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହି ରୋଗର ବ୍ୟାପକତାକୁ ଦେଖି ସମସ୍ତ ୩୦ ଜିଲା ଅର୍ଥାତ୍‌ ସମ୍ପୂର୍ଣ୍ଣ ଓଡ଼ିଶା ଲକ୍‌ଡାଉନ୍‌ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ମଧ୍ୟରାତ୍ରରୁ ମାର୍ଚ୍ଚ ୨୯ ଯାଏ ଅବଶିଷ୍ଟ ୧୬ ଜିଲା ଲକ୍‌ଡାଇନ୍‌ କରାଯିବ। ଏ ନେଇ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇଛନ୍ତି। ମଙ୍ଗଳବାର ଅପରାହ୍ନ ୪ଟା ୩୦ରେ ଗଣମାଧ୍ୟମ ଜରିଆରେ ସମସ୍ତଙ୍କୁ ସୂଚନା ଦିଆଯିବ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାର୍ଚ୍ଚ ୨୧ରେ ୫ଟି ଜିଲା ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଏବଂ ଅନୁଗୋଳ ଜିଲା ସହ ୮ଟି ସହର ସମ୍ବଲପୁର, ଝାରସୁଗୁଡ଼ା, ବାଲେଶ୍ୱର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ୍‌ ଏବଂ ଯାଜପୁର ଟାଉନକୁ ସମ୍ପୂର୍ଣ୍ଣ ବନ୍ଦ ଘୋଷଣା କରିଥିଲେ। ପରେ ଅର୍ଥାତ୍‌ ସୋମବାର ଆଉ ୯ଟି ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହି ଜିଲାଗୁଡ଼ିକ ହେଲା ପୁରୀ, ନୟାଗଡ଼, ଜଗତ୍ସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର, ଢେଙ୍କାନାଳ ଓ ଝାରସୁଗୁଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri