ସମ୍ବର୍ଦ୍ଧିତ ହେଲେ ସଫେଇ କର୍ମଚାରୀ

ସୁନାବେଡ଼ା,୧୮ ।  ୪(ସ୍ବ.ପ୍ର.): ଲକ୍‌ଡାଉନ ବେଳେ ସମସ୍ତେ ଘରେ ଥିବାବେଳେ ବାହାରର ଆବର୍ଜନା ସଫେଇ ପାଇଁ ବାହାରି ଆସି କାମରେ ଲାଗିଛନ୍ତି ସଫେଇ କର୍ମଚାରୀ। ପୌରପରିଷଦ ଅନ୍ତର୍ଗତ ସମସ୍ତ ଅଞ୍ଚଳର ସାହି, ବସ୍ତିରେ ଥିବା ନାଳ ନର୍ଦ୍ଦମା, ରାସ୍ତାଘାଟ ସଫେଇ କରି ସମସ୍ତ ଅଞ୍ଚଳକୁ ସ୍ବଚ୍ଛ ରଖୁଛନ୍ତି ସଫେଇ କର୍ମଚାରୀ। ନିଜର ଓ ପରିବାର ସ୍ବାସ୍ଥ୍ୟକୁ ପଛରେ ପକାଇ ସେମାନେ ଅଞ୍ଚଳର ପରିମଳକୁ ସଜାଡ଼ିବା କାମରେ ଲାଗିଥିବାରୁ ସେମାନଙ୍କ ମନୋବଳ ବଢ଼ାଇବା ପାଇଁ ଏକ ପ୍ରୟାସ କରାଯାଇଛି। ସେହି ସଫେଇ କର୍ମଚାରୀଙ୍କ ନିରବଚ୍ଛିନ୍ନ କାର୍ଯ୍ୟ ପାଇଁ ସେମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ପୌର ପରିଷଦ ନିର୍ବାହୀ ଅଧିକାରୀ ସ୍ବସ୍ତିକ ଜମାଦାର। ପୌର ପରିଷଦର ୨୧ ଜଣ ସଫେଇ କର୍ମଚାରୀଙ୍କୁ ହ୍ୟାଣ୍ଡ ଗ୍ଲବସ, ମାସ୍କ, ସାନିଟାଇଜର ଓ ବିସ୍କୁଟ ମଧ୍ୟ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପୌର ପରିଷଦର ଗୋଷ୍ଠୀ ସଂଯୋଜକ ଚିତ୍ତରଞ୍ଜନ ସାହୁ, ଲକ୍ଷ୍ମୀଧର ମହାପାତ୍ର, ଶମ୍ଭୁନାଥ ଜେନା ଓ କାଉନସିଲର ସୁବ୍ରତ ବିଷୋୟୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri