ସମ୍ବଲପୁର ରେଳ ମଣ୍ଡଳରେ ବିଦ୍ୟୁତ ଦୁର୍ଘଟଣା ରୋକିବାକୁ ଶପଥ

ସମ୍ବଲପୁର, ୭।୫ (ବ୍ୟୁରୋ)- ପୂର୍ବତଟ ରେଳବାଇ ସମ୍ବଲପୁର ରେଳ ମଣ୍ଡଳରେ ବିଦ୍ୟୁତ ନିରାପତ୍ତା ସପ୍ତାହ ପାଳିତ ହୋଇଯାଇଛି । ବିଭିନ୍ନ ରେଳଷ୍ଟେଶନ, ରେଳବାଇ କଲୋନୀ, ଅଫିସ ଓ ମଣ୍ଡଳ ଅଫିସରେ ବିଦ୍ୟୁତ ନିରାପତ୍ତା ସ୍ଲୋଗାନ, ବ୍ୟାନର, ଷ୍ଟିକର୍‌ ଏବଂ ପୋଷ୍ଟର ପ୍ରଦର୍ଶିତ କରାଯାଇଥିଲା । ବିଦ୍ୟୁତ୍‌ର ସଂରକ୍ଷିତ ଉପଯୋଗ, ଦୁର୍ଘଟଣାର କାରଣ ଏବଂ ନିରାକରଣ ବିଷୟରେ ବିଦ୍ୟୁତ୍‌ ବ୍ୟବହାରକାରୀଙ୍କୁ ସଚେତନ କରାଯାଇଥିଲା । ସେହିପରି ମଣ୍ଡଳର ବଡ ବିଦ୍ୟୁତ ଉପକରଣ ଗୁଡିକ ଯାଞ୍ଚ କରାଯାଇଥିଲା । କିପରି ବିଦ୍ୟୁତ ଦୁର୍ଘଟଣା ଶୂନ୍ୟ ହେବ ସେ ନେଇ ସୁପରଭାଇଜର ଓ କର୍ମଚାରୀମାନେ ଶପଥ ପାଠ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri