ସମ୍ଭାବ୍ୟ ବାତ୍ୟା ପାଇଁ ୧୫୦୦ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ରାଜନଗର,୧୯।୫(ଡି.ଏନ୍‌.ଏ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅମ୍ଫନ ମହାବାତ୍ୟା ଯୋଗୁ ରାଜନଗର ବ୍ଲକରେ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଏଥିପାଇଁ ପ୍ରଶାସନ ବଙ୍ଗୋପସାଗର ତଟବର୍ତ୍ତୀ ପେଣ୍ଠ, ପ୍ରସନ୍ନପୁର, ଏଣ୍ଡୁଳାପୁର, ବାଉଁଶଗଡ଼ି, ଅଢ଼ାସୋଲ, ବରାହିପୁର, କେରୁଆପାଳ, ତାଳଚୁଆ, ବାଘମାରି ଆଦି ୨୦ଟି ଗ୍ରାମର ୧୫୦୦ଲୋକଙ୍କୁ ବହୁମୂଖୀ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିଛି। ସେଠାରେ ସେମାନଙ୍କୁ ମାଗଣା ଖାଦ୍ୟ ସହ ବିଛଣା, ମହମବତୀ ଓ ଅନ୍ୟାନ୍ୟ ଜିନିଷ ଯୋଗାଇ ଦିଆଯାଇଛି। ମହାବାତ୍ୟାକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ଲୋକମାନଙ୍କ ପାଇଁ ସମସ୍ତ ପ୍ରକାରର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଅପରପକ୍ଷେ ତଟବର୍ତ୍ତୀ ନିକଟରେ ଥିବା ୧୪ଟି ପଞ୍ଚାୟତବାସୀ ବାତ୍ୟାକୁ ନେଇ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri