ଏକାଠି ସମୟ ବିତାଉଛନ୍ତି ବିରୁଷ୍କା

ନୂଆଦିଲ୍ଲୀ,୩।୭- ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଇଂଲଣ୍ଡରେ ଅଛନ୍ତି। ଶନିବାର ଖେଳାଯିବାକୁ ଥିବା ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ଅନୁଷ୍କା (ବିରୁଷ୍କା) ଏକାଠି ସମୟ ବିତାଉଛନ୍ତି। ଉଭୟେ ଇଂଲଣ୍ଡର ବିଭିନ୍ନ ସ୍ଥାନରେ ବୁଲୁଥିବାର ସୂଚନା ମିଳିଛି। ଅନୁଷ୍କା ଟୁଇଟରରେ କିଛି ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ଦୁଇ ଜଣ ଟି-ଶାର୍ଟ, ଶଟର୍‌ସ ଓ ଟ୍ରାଉଜର ପିନ୍ଧି ସମୟ ବିତାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri